Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category
ଘଟଣା ଓ ଦୁର୍ଘଟଣା
ପଞ୍ଜାବରେ ୬ ମହଲା କୋଠା ଭୁଶୁଡି ୪ ମୃତ
ପଞ୍ଜାବ: ପଞ୍ଜାବର ମୋହାଲିରେ ଘଟିଛି ଏକ ବଡଧରଣର ଅଘଟଣ। ଏକ ୬ ମହଲା କୋଠା ଭୁଶୁଡି ପଡିଛି, ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍
ପଟ୍ଟାମୁଣ୍ଡାଇ: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି। ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍ ‘ଉମାଶଙ୍କର’!-->…
Read More...
Read More...
ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସ୍ୱାମୀ
ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।ମିଳିଥିବା ସୂଚନା ଅନୁସାରେ,!-->…
Read More...
Read More...
ରାସ୍ତାରେ ଠିଆ ହୋଇଥିବା ବେଳେ ମାଡ଼ିଗଲା ପିକଅପ୍, ଜଣେ ମୃତ
ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ଏକ ପିକଅପ୍ ମାଡ଼ି ଯାଇଥିଲା। ଫଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର!-->…
Read More...
Read More...
ଜୟପୁରରେ ଭୟଙ୍କର ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ
ରାଜସ୍ଥାନ: ରାଜସ୍ଥାନର ଜୟପୁରରେ ଶୁକ୍ରବାର ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଜୟପୁରର ଆଜମେର ରୋଡ ଭାନ୍କ୍ରୋଟା ସ୍ଥିତ ଏକ ପେଟ୍ରୋଲ ପମ୍ପ ସାମ୍ନାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ସିଏନଜି ଟ୍ରକ ଅନ୍ୟ ଏକ ଏଲପିଜି ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ପରେ ବିସ୍ଫୋରଣ ଘଟି ଚାରିଆଡେ!-->…
Read More...
Read More...
ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ
ମୁମ୍ବାଇ: ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି। ଏଥିରେ ତିନି ଯବାନଙ୍କ ସମେତ ୧୩ ଜଣଙ୍କର ମୃତ ଘଟିଛି।
ସୂଚନା ଅନୁଯାୟୀ, ଏକ ନୌସେନାର ସ୍ପିଡ୍ ବୋଟ୍ ଯାତ୍ରୀବାହୀ ବୋଟ୍ କୁ ଧକ୍କା ଦେଇଥିଲା।!-->!-->!-->…
Read More...
Read More...
ପୁଷ୍ପା-୨ ପ୍ରିମିୟର ସମୟରେ ଆହତ ହୋଇଥିବା ନାବଳକ ଗୁରୁତର
ହାଇଦ୍ରାବାଦ: ବିଗିଡ଼ିଲା ପୁଷ୍ପା-୨ ପ୍ରିମିୟର ଶୋ' ବେଳେ ଦଳାଚକଟା ବେଳେ ଆହତ ହୋଇଥିବା ନାବାଳକର ସ୍ୱାସ୍ଥ୍ୟାବସ୍ଥା। ଡିସେମ୍ବର ୪ରେ ମୁଭି ପୁଷ୍ପା ୨ର ପ୍ରିମିୟର୍ ଶୋ’ ପୂର୍ବରୁ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳାଚକଟାେରେ ଆହତ ହୋଇଥିବା ଶିଶୁ ଏବେ ଗୁରୁତର। ଏବେ ତାଙ୍କୁ ଭେଣ୍ଟିଲେଟର!-->…
Read More...
Read More...
ଏମ୍ସରୁ ମିଳିଲା ରୋଗୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଯାଜପୁର ଜିଲା ଅଟଳପୁର ଗାଁର ୭୦ ବର୍ଷୀୟ ଦିଲୀପ କୁମାର ସାହୁ।ଦିଲୀପ ଆତ୍ମହତ୍ୟା!-->…
Read More...
Read More...
ମହାନଦୀରୁ ରେଭେନ୍ସାର ପୂର୍ବତନ ପ୍ରଫେସରଙ୍କ ମୃତଦେହ ଉଦ୍ଧାର
କଟକ: ମହାନଦୀରୁ ପୂର୍ବତନ ପ୍ରଫେସରଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକ ଯୋବ୍ରା ବ୍ୟାରେଜ ନିକଟ ବ୍ୟାରେଜର ୯୩ ନମ୍ବର ଗେଟରେ ଲାଗିଥିବା ମୃତଦେହକୁ ଉଦ୍ଧାର କରିଛି ପୋଲିସ। ମୃତକ ହେଲେ ରେଭେନ୍ସାର ପୂର୍ବତନ ପ୍ରଫେସର ବୈଷ୍ଣବ ଚରଣ ସିଂ। ତାଙ୍କ ଘର ରାଜେନ୍ଦ୍ରନଗରରେ ବୋଲି ଜଣାପଡିଛି।
!-->!-->!-->…
Read More...
Read More...
ସଡକ ଦୁର୍ଘଟଣାରେ ମା ପୁଅ ଗୁରୁତର, ସାନ ପୁଅ ମୃତ
ନୟାଗଡ଼: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ସାନ ପୁଅ ଜୀବନ। ବଡ ପୁଅ ଓ ମାଆ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ। ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର!-->…
Read More...
Read More...