ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ
Browsing Category

ଘଟଣା ଓ ଦୁର୍ଘଟଣା

ନରସିଂହ ସ୍ୱାମୀ ମନ୍ଦିରର କାନ୍ଥ ଭୁଶୁଡ଼ି ୭ ମୃତ, ଅନେକ ଗୁରୁତର

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ସୀମାଞ୍ଚଳମ୍‌ର ଶ୍ରୀବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ବଡ଼ ଅଘଟଣ ଘଟିଛି। ବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ଚନ୍ଦନ ଉତ୍ସବ ଚାଲିଥିବା ବେଳେ ଭୁଷୁଡି ପଡିଲା ୨୦ ଫୁଟର କାନ୍ଥ। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ
Read More...

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ଜୀବନ୍ତ ଦଗ୍ଧ

କୋଲକାତା: ହୋଟେଲରେ ଅଗ୍ନିକାଣ୍ଡ ଘଟି ୧୪ ଜଣ ଲୋକ ଜୀବନ୍ତ ଦଗ୍ଧ। କୋଲକାତା ବଡ଼ ବଜାରରେ ଏକ ହୋଟେଲ୍‌ରେ ଗତରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି। ହୋଟେଲ ଉପର
Read More...

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ
Read More...

ସିଏମଓ ଅଧିକାରୀ କହି ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଗିରଫ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ କରାଯାଇଛି।
Read More...

ଗଛରେ ପିଟି ହେଲା ସ୍କର୍ପିଓ; ନବ ବିବାହିତାଙ୍କ ସମେତ ୪ ମୃତ

ଝାଡ଼ଖଣ୍ଡ: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ। ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ନବ ବିବାହିତା ହୋମଗାର୍ଡଙ୍କ ସ୍ତ୍ରୀ, ଶଳା, ଆଈ ଓ ଜଣେ ସମ୍ପର୍କୀୟ ମହିଳାଙ୍କ
Read More...

ଭୋଜି ଖାଇବାକୁ ଆସି ପୋଖରୀରେ ବୁଡ଼ି ୩ ନାବାଳକ ମୃତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଗୋଡ଼ିବିଡା ଗାଁରେ ଦୁଃଖଦ ଘଟଣା ଘଟିଛି। ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନୂଆଗାଁ ଥାନା ଖାଲମଡା ଗାଁର ରିତେଶ ପ୍ରଧାନ(୧୧), ଗୋଡିବିଡା ଗାଁର ଉମାକାନ୍ତ ନାୟକ(୧୦),
Read More...

ଇରାନରେ ବଡ଼ ଧରଣର ବିସ୍ଫୋରଣ,୫୦୦ରୁ ଅଧିକ ଆହତ

ଇରାନ: ଦକ୍ଷିଣ ଇରାନର ବନ୍ଦର ସହର ବନ୍ଦର ଆବାସରେ ଭୟଙ୍କର ବିସ୍ଫୋରଣ। ଶନିବାର ହୋଇଥିବା ଏହି ବଡ଼ ବିସ୍ଫୋରଣ ଏବଂ ଏହାପରେ ଅଗ୍ନିକାଣ୍ଡରେ ଅତି କମରେ ୫୧୬ ଜଣ ଆହତ ହୋଇଛନ୍ତି।ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ ମାଇଲ) ଦକ୍ଷିଣରେ ଥିବା ଇରାନ ବନ୍ଦର ସହର ବନ୍ଦର ଆବାସର
Read More...

ମହାନଦୀରେ ବୁଡି ଯାଇ ୨ ଯୁବକ ମୃତ

କଟକ: ମହାନଦୀରେ ବୁଡି ଯାଇ ୨ ମୃତ। ଗୁରୁବାର ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏସସିବି ମେଡିକାଲ ନେଇଯାଇଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା
Read More...

ହସ୍ପିଟାଲ୍ ଲିଫ୍ଟରେ ଚାପି ହୋଇ ବୃଦ୍ଧାଙ୍କ ମୃତ୍ୟୁ

ଭଦ୍ରକ: ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ। ମୃତ ମହିଳା ହେଲେ ରାନ୍ଦିଆ ପଞ୍ଚାୟତ ନରସିଂହପୁର ଗ୍ରାମର ମିନତୀ ପରିଡା। ସେ ଶ୍ୱାସ ଓ ଥାଇରଏଡ଼ ରୋଗରେ ଆକ୍ରାନ୍ତ ହୋଇ ଭଦ୍ରକ ହସ୍ପିଟାଲକୁ ଆସିଥିଲେ ଏବଂ ଡାକ୍ତର ତାଙ୍କୁ
Read More...

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ

ବାଲେଶ୍ୱର: ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ। ଗାଁ ଶ୍ମଶାନରେ ଜଳିଲା ଆତଙ୍କୀ ଗୁଳିର ଶିକାର ପ୍ରଶାନ୍ତ ଶତପଥୀଙ୍କ ଚିତା। ଲୁହ ଛଳଛଳ ଆଖିରେ ପ୍ରଶାନ୍ତଙ୍କୁ ଅଶ୍ରୁଳ ବିଦାୟ ଜଣାଇଲା ଜନ୍ମମାଟି। କୁନି ପୁଅ ମୁଖାଗ୍ନି ଦେବା ପରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପ୍ରଶାନ୍ତ ଶତପଥୀ।
Read More...