ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ
Browsing Category

ଘଟଣା ଓ ଦୁର୍ଘଟଣା

କଟକ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ

କଟକ: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ
Read More...

ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ
Read More...

ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ

ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ
Read More...

ଷ୍ଟେଜ ଉପରେ ଗୀତ ଗାଉ ଗାଉ ଟଳିପଡିଲେ ଜିଲ୍ଲାପାଳ

ଗଜପତି: ଷ୍ଟେଜ ଉପରେ ଗୀତ ଗାଉ ଗାଉ ଚାଲିଗଲା ଅତିରିକ୍ତ ଜିଲ୍ଲାପାଳଙ୍କ ଜୀବନ।ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ
Read More...

ମୋବାଇଲ ବନ୍ଦ ହୋଇ ଆଇକାର୍ଡ ଲାଗୁ ହେଲେ ସେବାୟତ କଣ୍ଟ୍ରୋଲକୁ ଆସିବେ : ଜଗନ୍ନାଥଙ୍କ ବାଡଗ୍ରାହୀ

ପୁରୀ: କାଲିର ଦିନ ଓଡିଶାବାସୀଙ୍କ ପାଇଁ ଥିଲା ବଡ କଷ୍ଟ ଦାୟକ। ଗୋଟେ ପଟେ କେନ୍ଦ୍ରାପଡାରେ ମହାପ୍ରଭୁ ବଳଭଦ୍ରଙ୍କ ରଥ ଗଡୁନଥିବା ବେଳେ, ପୁରୀରେ ଘଟି ଯାଇଛି କାଲି ଏକ ବଡ଼ ଅଘଟଣ। ଆଡପ ପହଣ୍ଡିବେଳେ ଚାରମାଳ ଉପରେ ମୁହଁ ମାଡି ଖସି ପଡିଛନ୍ତି ବଡ଼ ଠାକୁର ବଳଭଦ୍ର। ଏହି ଘଟଣାରେ ଓଡ଼ିଶାବାସୀ
Read More...

ଗଭୀର ଖାଇରେ ଖସିଲା କାର୍: ୪ ମୃତ, ୨ ଆହତ

ଜମ୍ମୁ : ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ ମାରୁତି କାର୍ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର
Read More...

ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର

ପୁରୀ: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର। ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ
Read More...

ପ୍ରବଳ ବର୍ଷାରେ ଦବିଲା ଡୁମଡୁମା ଫ୍ଲାଏଓଭର

ଭୁବନେଶ୍ୱର: ଭୁବନେଶ୍ୱରରେ ଦବିଲା ଏନଏଚ ଫ୍ଲାଏଓଭର ରାସ୍ତା। ଭୁବନେଶ୍ୱର ଦେଇ ଯାଇଥିବା ୧୬ ନମ୍ୱର ଜାତୀୟ ରାଜପଥରେ ସୋମବାର ଦିନ ଦବିଯାଇଛି ରାସ୍ତା। ଡୁମଡୁମା ଫ୍ଲାଏଓଭର ରାସ୍ତାଟି ଦବିଯାଇଛି । ପ୍ରବଳ ବର୍ଷା ଫଳରେ ରାସ୍ତାଟି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି। ସୂଚନା
Read More...

ସୁନା ଖଣିରେ ଭୂସ୍ଖଳନ ଘଟି ୧୨ ମୃତ

ଇଣ୍ଡୋନେସିଆ: ଦୀର୍ଘ ଦିନ ଧରି ପ୍ରବଳ ବର୍ଷା ଲାଗି ରହିବା କାରଣରୁ ଇଣ୍ଡୋନେସିଆର ସୁଲାୱେସି ଦ୍ୱୀପରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ସୁଲାୱେସି ଦ୍ୱୀପରେ ପ୍ରବଳ ବର୍ଷା ହେତୁ ଏକ ବେଆଇନ ସୁନା ଖଣିରେ ଭୂସ୍ଖଳନ ଘଟି ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ଅନ୍ୟ ୧୮ ଜଣଙ୍କ
Read More...

ପୂର୍ବତନ ବିଧାୟକ ସୁରେନ୍ଦ୍ର ନାୟକଙ୍କ ପରଲୋକ

ଭୁବନେଶ୍ବର: ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ। ଭୁବନେଶ୍ୱର ସ୍ଥିତ ବାସଭନରେ କାକଟପୁରର ପୂର୍ବତନ ବିଧାୟକ ୯୩ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ତେବେ ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ ବୋଲି ସୂଚନା ମିଳିଛି। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ
Read More...