ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍
Browsing Category

ଘଟଣା ଓ ଦୁର୍ଘଟଣା

ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା

ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ ସିକ୍କିମ: ସିକ୍କିମରେ ଏକ ବଡ଼ ଅଘଟଣ ଘଟିଛି। ବୁଲିବା ପାଇଁ ଯାଇଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ପର୍ଯ୍ୟଟକ। ପ୍ରାୟ ହଜାରେ ଫୁଟ ତଳକୁ ଏକ କାର୍‌ ତିସ୍ତା ନଦୀକୁ ଖସି ପଡିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ
Read More...

ଦୁର୍ଘଟଣା ହ୍ରାସ ପାଇଁ ସରକାରଙ୍କ ଚିନ୍ତା

ଭୁବନେଶ୍ୱର : ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ପରିବହନ କମିଶନର ଅମିତାଭ ଠାକୁର ଏବଂ ଆଇଆଇଟି ମାଡ୍ରାସର ସଡ଼କ ସୁରକ୍ଷା ପରାମର୍ଶଦାତା ପ୍ରଫେସର ଭେଙ୍କଟେଶ ବାଲସୁବ୍ରମଣ୍ୟମଙ୍କ ଉପସ୍ଥିତିରେ ବିଭିନ୍ନ ସଡ଼କ ସୁରକ୍ଷା ପଦକ୍ଷେପ ବିଷୟରେ ଆଲୋଚନା ଏବଂ
Read More...

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ

ଅନୁଗୁଳ: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରବା ସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି
Read More...

କାଠଯୋଡ଼ିରେ ୨ ଇଞ୍ଜିନିୟର ବୁଡିଯିବା ଘଟଣା; ମିଳିଲା ଆଉ ଜଣଙ୍କ ମୃତଦେହ

କଟକ: ଗତକାଲି ଗାଧୋଇବାବେଳେ କଟକ କାଠଯୋଡିରେ ବୁଡି ଯାଇଥିଲେ ୨ ଇଞ୍ଜିନିୟର ନିଖୋଜ ଘଟଣାରେ ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଇଞ୍ଜିନିୟର୍ ହେଲେ ରୁତିକେସ ମାତାଲ (୨୫) ଏବଂ ଋତିକ୍‌ ବ୍ରିଜନେ (୨୫) । ଉଭୟ ମହାରାଷ୍ଟ୍ରର
Read More...

କାଠଯୋଡ଼ିରେ ବୁଡି ଜଣେ ଇଞ୍ଜିନିୟର ମୃତ; ଆଉ ଜଣେ ନିଖୋଜ

କଟକ: କଟକ କାଠଯୋଡିରେ ଅଘଟଣ। ନଦୀରେ ବୁଡି ଜଣେ ଇଞ୍ଜିନିୟର ମୃତ ହୋଇଥିବା ବେଳେ ଆଉ ଜଣେ ଇଞ୍ଜିନିୟର ବୁଡ଼ି ନିଖୋଜ ରହିଛନ୍ତି। କଟକର ସିଡିଏ- ୧୦ ବୀରେନ ମିତ୍ର ପାର୍କ ନିକଟରେ ନିକଟରେ ଘଟିଛି ଏହି ଘଟଣା। ଏହି ଦୁଇ ଜଣ ଯୁବକ ଏଲ୍ଏଣ୍ଡଟି କମ୍ପାନୀରେ କାମ କରୁଥିଲେ। ଏସସିବି ମେଡିକାଲ
Read More...

ନିଖୋଜ ସିଆରପିଏଫ୍ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର: ଗତ ଶୁକ୍ରବାର ଦିନରୁ ନିଖୋଜ ଥିବା ଜଣେ ସିଆରପିଏଫ୍ ଯବାନଙ୍କ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ବଲାଙ୍ଗୀରର ଲରମ୍ଭା ଥାନା ଅନ୍ତର୍ଗତ ଘାସିଆନ ଗାଁ ନିକଟ ଏକ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଗଣେଶରାମ ଭୋଇ ହୋଇଥିବା ବେଳେ ସେ କିଛି ଦିନ
Read More...

ହାଇଦ୍ରାବାଦରେ ଅଗ୍ନିକାଣ୍ଡ, ୧୭ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ
Read More...

ବସ୍ କୁ ଧକ୍କା ଦେଲା ବସ୍‌; ଜଣେ ମୃତ

ଆର.ଉଦୟଗିରି: ବସକୁ ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର ଗ୍ରାମର ସଞ୍ଜୟ ବଡ଼ ରଇତ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଏକ ବାଇକ ଯୋଗେ ସଞ୍ଜୟ
Read More...

ପାଣିରେ ବୁଡି ୫ ବର୍ଷର ଶିଶୁକନ୍ୟା ମୃତ

କନ୍ଧମାଳ: ଗାଧୋଇବାକୁ ଯାଇ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ କାବର ଗାଁ ବନ୍ଧରେ ଏହି ଅଘଟଣ ଘଟିଛି। ସୂଚନା ମୁତାବକ ଲୋଚନ ସାହୁଙ୍କ ଝିଅ ଅମ୍ରିତା ସାହୁ (୫ ବର୍ଷ) ସାଙ୍ଗ ମେଳରେ ଘର ନିକଟସ୍ତ ପୋଖରୀକୁ ଶନିବାର ସକାଳ ଗାଧୋଇବାକୁ
Read More...

ଡିଭାଇଡରରେ ପିଟି ହୋଇ ଓଲଟିଲା ବୋଲେରୋ

ଧାମରା: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମୁଝାଡ଼ି ଧାମରା ରାସ୍ତାର ବେତଡ଼ା ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟି ରାସ୍ତାକଡ଼ ନୟନଜୋରୀକୁ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୩ ଛୋଟ ପିଲାଙ୍କ ସମେତ ୧୨ ଜଣ ଗୁରୁତର ହୋଇଛନ୍ତି।
Read More...