Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ
Browsing Category
ଦେଶ-ବିଦେଶ
ଜମ୍ମୁ ବିମାନବନ୍ଦରରେ ରକେଟ୍ ଆକ୍ରମଣ, ୮ କ୍ଷେପଣାସ୍ତ୍ର ନଷ୍ଟ କଲା ଭାରତ
ଜମ୍ମୁ: ପାକିସ୍ତାନ ପୁଣି ଥରେ ଆଉ ଏକ ଦୁଃସାହସିକ ପଦକ୍ଷେପ ନେଇଛି। କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ସାହାଯ୍ୟରେ ଭାରତର ୮ଟି ସ୍ଥାନକୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିବାବେଳେ, ପାକିସ୍ତାନ କିନ୍ତୁ ପୁଣି ବିଫଳ ହୋଇଛି। ଜମ୍ମୁରେ ଥିବା ଏୟାର ଡିଫେନ୍ସ ସିଷ୍ଟମ ପାକିସ୍ତାନର କ୍ଷେପଣାସ୍ତ୍ର ଏବଂ!-->…
Read More...
Read More...
ଭାରତର ୫ ରାଫେଲ ଖସାଇବା ମିଛ କହି ଲଜ୍ଜିତ ହେଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ; ଭାରତର ୫ଟି ରାଫେଲ ବିମାନ ଖସାଇ ଦେଇଥିବା ମିଛ ପ୍ରଚାର କରୁଥିବା ପାକିସ୍ତାନର ଏବେ ଜାତୀୟ ଗଣମାଧ୍ୟମରେ ପର୍ଦ୍ଦାଫାସ ହୋଇଯାଇଛି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ବୟାନ ମାଧ୍ୟମରେ ଶାହବାଜ ସରିଫ ସରକାରଙ୍କ ମିଛ ସାରା ବିଶ୍ୱ ସମ୍ମୁଖରେ ଆସିଯାଇଛି।
ତେବେ!-->!-->!-->…
Read More...
Read More...
ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅପରେଶନ ସିନ୍ଦୁର ବିଷୟରେ ସୂଚନା ଦେଇଛନ୍ତି। ଏହି ଅପରେଶନ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ମିଳିତ କାର୍ଯ୍ୟ ଥିଲା, ଯେଉଁଥିରେ ପାକିସ୍ତାନ ଅଧୀନସ୍ଥ କାଶ୍ମୀରରେ!-->…
Read More...
Read More...
ବାଜିଲା ଯୁଦ୍ଧ ସାଇରନ
ନୂଆଦିଲ୍ଲୀ: ସାରା ଦେଶରେ ଆଜି ମକଡ୍ରିଲ କରାଯାଇଛି। ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍ ଡ୍ରିଲ୍। ଭାରତ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ମୁତାବକ ଓଡ଼ିଶା ସରକାର ପକ୍ଷରୁ ସମଗ୍ର ଓଡ଼ିଶାବାସୀଙ୍କ ଜନଜୀବନ ସୁରକ୍ଷାରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ!-->…
Read More...
Read More...
ଅଟକିଲା ପାକିସ୍ତାନକୁ ଯାଉଥିବା ପାଣି
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀର ପହଲଗାମରେ ହୋଇଥିବା ନରସଂହାର ପରେ ଭାରତ ପାକିସ୍ତାନ ବିରୋଧରେ ଏକାଧିକ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଆତଙ୍କୀ ଆକ୍ରମଣ ପରେ ଭାରତ ୬୫ ବର୍ଷରୁ ଚାଲିଆସୁଥିବା ସିନ୍ଧୁ ଜଳ ଚୁକ୍ତିକୁ ରଦ୍ଦ କରିଦେଇଛି। ଆଉ ଏଥିପାଇଁ ଭାରତ ବାଗଲିହାର ଡ୍ୟାମର ଗେଟ୍ ବନ୍ଦ!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ରୁଷ ଗସ୍ତ ବାତିଲ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଏପରି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷ ଗସ୍ତକୁ ବାତିଲ କରାଯାଇଛି। ମେ’ ୯ ତାରିଖ ରୁଷିଆର ବିଜୟ ଦିବସ ପରେଡରେ ଭାଗ ନେବେ ନାହିଁ ମୋଦି।
ଏନେଇ କ୍ରେମଲିନ୍ ମୁଖପାତ୍ର!-->!-->!-->…
Read More...
Read More...
ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ
ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଁ!-->…
Read More...
Read More...
୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ଆଜି ସମ୍ମାନ ଗ୍ରହଣ କରିଥିବା ୭୧ ଜଣଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ଅଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ!-->…
Read More...
Read More...
ଇରାନରେ ବଡ଼ ଧରଣର ବିସ୍ଫୋରଣ,୫୦୦ରୁ ଅଧିକ ଆହତ
ଇରାନ: ଦକ୍ଷିଣ ଇରାନର ବନ୍ଦର ସହର ବନ୍ଦର ଆବାସରେ ଭୟଙ୍କର ବିସ୍ଫୋରଣ। ଶନିବାର ହୋଇଥିବା ଏହି ବଡ଼ ବିସ୍ଫୋରଣ ଏବଂ ଏହାପରେ ଅଗ୍ନିକାଣ୍ଡରେ ଅତି କମରେ ୫୧୬ ଜଣ ଆହତ ହୋଇଛନ୍ତି।ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ ମାଇଲ) ଦକ୍ଷିଣରେ ଥିବା ଇରାନ ବନ୍ଦର ସହର ବନ୍ଦର ଆବାସର!-->…
Read More...
Read More...
ଭାରତୀୟଙ୍କ ଗଳା କାଟିବାକୁ ଇଙ୍ଗିତ କଲେ ପାକିସ୍ତାନୀ ସେନା ଅଧିକାରୀ
ନ୍ୟୁଜ୍ ବ୍ୟୁରୋ: ଆତଙ୍କବାଦ ବିରୋଧରେ ପ୍ରତିବାଦ କରିବାରୁ ଭାରତୀୟଙ୍କ ବେକ କାଟିବାକୁ ଧମକ ଦେଇଛନ୍ତି ପାକ୍ ଅଧିକାରୀ। ପାକିସ୍ତାନର ଜଣେ ବରିଷ୍ଠ ସେନା ଅଧିକାରୀ ପ୍ରବାସୀ ଭାରତୀୟଙ୍କ ଗଳା କାଟିବାକୁ ସର୍ବସମ୍ମୁଖରେ ଇଙ୍ଗିତ କରିଛନ୍ତି। ଏହାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ!-->…
Read More...
Read More...