ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
Browsing Category

ଦେଶ-ବିଦେଶ

ଅଟକିଲା ପାକିସ୍ତାନକୁ ଯାଉଥିବା ପାଣି

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀର ପହଲଗାମରେ ହୋଇଥିବା ନରସଂହାର ପରେ ଭାରତ ପାକିସ୍ତାନ ବିରୋଧରେ ଏକାଧିକ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଆତଙ୍କୀ ଆକ୍ରମଣ ପରେ ଭାରତ ୬୫ ବର୍ଷରୁ ଚାଲିଆସୁଥିବା ସିନ୍ଧୁ ଜଳ ଚୁକ୍ତିକୁ ରଦ୍ଦ କରିଦେଇଛି। ଆଉ ଏଥିପାଇଁ ଭାରତ ବାଗଲିହାର ଡ୍ୟାମର ଗେଟ୍ ବନ୍ଦ
Read More...

ପ୍ରଧାନମନ୍ତ୍ରୀଙ୍କ ରୁଷ ଗସ୍ତ ବାତିଲ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଏପରି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷ ଗସ୍ତକୁ ବାତିଲ କରାଯାଇଛି। ମେ’ ୯ ତାରିଖ ରୁଷିଆର ବିଜୟ ଦିବସ ପରେଡରେ ଭାଗ ନେବେ ନାହିଁ ମୋଦି। ଏନେଇ କ୍ରେମଲିନ୍ ମୁଖପାତ୍ର
Read More...

ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଁ
Read More...

୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ଆଜି ସମ୍ମାନ ଗ୍ରହଣ କରିଥିବା ୭୧ ଜଣଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ଅଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ
Read More...

ଇରାନରେ ବଡ଼ ଧରଣର ବିସ୍ଫୋରଣ,୫୦୦ରୁ ଅଧିକ ଆହତ

ଇରାନ: ଦକ୍ଷିଣ ଇରାନର ବନ୍ଦର ସହର ବନ୍ଦର ଆବାସରେ ଭୟଙ୍କର ବିସ୍ଫୋରଣ। ଶନିବାର ହୋଇଥିବା ଏହି ବଡ଼ ବିସ୍ଫୋରଣ ଏବଂ ଏହାପରେ ଅଗ୍ନିକାଣ୍ଡରେ ଅତି କମରେ ୫୧୬ ଜଣ ଆହତ ହୋଇଛନ୍ତି।ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ ମାଇଲ) ଦକ୍ଷିଣରେ ଥିବା ଇରାନ ବନ୍ଦର ସହର ବନ୍ଦର ଆବାସର
Read More...

ଭାରତୀୟଙ୍କ ଗଳା କାଟିବାକୁ ଇଙ୍ଗିତ କଲେ ପାକିସ୍ତାନୀ ସେନା ଅଧିକାରୀ

ନ୍ୟୁଜ୍ ବ୍ୟୁରୋ: ଆତଙ୍କବାଦ ବିରୋଧରେ ପ୍ରତିବାଦ କରିବାରୁ ଭାରତୀୟଙ୍କ ବେକ କାଟିବାକୁ ଧମକ ଦେଇଛନ୍ତି ପାକ୍ ଅଧିକାରୀ। ପାକିସ୍ତାନର ଜଣେ ବରିଷ୍ଠ ସେନା ଅଧିକାରୀ ପ୍ରବାସୀ ଭାରତୀୟଙ୍କ ଗଳା କାଟିବାକୁ ସର୍ବସମ୍ମୁଖରେ ଇଙ୍ଗିତ କରିଛନ୍ତି। ଏହାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ
Read More...

ପହଲଗାମ ଘଟଣାର ବଦ୍‌ଲା ନେବ ଭାରତ

ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି।
Read More...

ଭାରତ ସରକାରଙ୍କ ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ

ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି:: ଅଟାରୀ-ୱାଘା ସୀମା ବନ୍ଦ, ସିନ୍ଧୁ ନଦୀ ଚୁକ୍ତି ବାତିଲଜମ୍ମୁ: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ
Read More...

ଫ୍ଲାଟ୍ ଷ୍ଟିଲ୍ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି ଆତ୍ମନିର୍ଭରଶୀଳ ଭାରତ ପାଇଁ ଏକ ଐତିହାସିକ ପଦକ୍ଷେପ: ନବୀନ…

ନୂଆଦିଲ୍ଲୀ: ଘରୋଇ ଇସ୍ପାତ ଶିଳ୍ପକୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ଫ୍ଲାଟ ଇସ୍ପାତ ଉତ୍ପାଦ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି (ସୁରକ୍ଷା ଶୁଳ୍କ) ଲାଗୁ କରିଛନ୍ତି, ଯାହା ଏପ୍ରିଲ ୨୧ରୁ ଆଗାମୀ ୨୦୦ ଦିନ ପାଇଁ କାର୍ଯ୍ୟକାରୀ ହେବ। ଏହି ପଦକ୍ଷେପ ଚୀନ୍, ଦକ୍ଷିଣ କୋରିଆ ଏବଂ
Read More...

ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ଐତିହ୍ୟର ଦିନ। ୟୁନେସ୍କୋର ମେମୋରୀ ଅଫ ଓ୍ବାର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ଭଗବତ ଗୀତା ଓ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ। ବିଶ୍ବର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏହା
Read More...