ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
Browsing Category

ଦେଶ-ବିଦେଶ

ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ଓଡ଼ିଆ ଝିଅ ବିଜୟଲକ୍ଷ୍ମୀ

ନୂଆଦିଲ୍ଲୀ: ପୁଣି ଓଡ଼ିଆଙ୍କୁ ଗୁରୁଦାୟିତ୍ୱ। ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ବିଜୟଲକ୍ଷ୍ମୀ ମହାନ୍ତି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଝିଅ ତଥା କଟକସ୍ଥିତ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ମାନବ ସମ୍ବଳ ବିକାଶ କେନ୍ଦ୍ର ନିର୍ଦ୍ଦେଶିକା ପ୍ରାଧ୍ୟାପିକା ଡକ୍ଟର ବିଜୟଲକ୍ଷ୍ମୀ
Read More...

ମାଧବୀ ପୁରୀ ବୁଚ୍‌ଙ୍କ ନାମରେ ରୁଜୁ ହେବ ନାହିଁ ଏଫଆଇଆର୍

ମୁମ୍ବାଇ: ଶେୟାର ବଜାର ଠକେଇ ମାମଲାରେ ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ଆଶ୍ଵସ୍ତି ମିଳିଛି। ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି)ର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଏବଂ ଅନ୍ୟମାନଙ୍କ ବିରୋଧରେ ଏତଲା ଦାୟର କରିବା ନେଇ ସ୍ଵତନ୍ତ୍ର
Read More...

ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମସ୍ତ ସମ୍ପତ୍ତି

ତାମିଲନାଡୁ: ସରକାରଙ୍କ ହାତକୁ ଗଲା ତାମିଲନାଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ସମ୍ପତ୍ତି। ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତି ଏବେ ରାଜ୍ୟ ସରକାରଙ୍କ ମାଲିକାନାକୁ ଯାଇଛି। ସେଥି ମଧ୍ୟରେ ରହିଛି ୨୭ କିଲୋଗ୍ରାମ ଓଜନର ସୁନା ତଲୱାର, ହାତ ଘଣ୍ଟା, କଲମ ସମେତ ୧୬୦ଟି ଅନ୍ୟାନ୍ୟ
Read More...

ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ। ପ୍ରଭୁ ରାମଲାଲାଙ୍କର ପରମଭକ୍ତ ତଥା ରାମ ଜନ୍ମଭୂମୀ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ପରଲୋକ ହୋଇଛି। ୮୫ ବର୍ଷ ବୟସରେ ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ଆଚାର୍ଯ୍ୟଙ୍କ
Read More...

ଏଲଓସି ନିକଟରେ ଆଇଇଡି ବିସ୍ଫୋରଣ, ୨ ଯବାନ ଶହୀଦ

ଜମ୍ମୁ: ଜମ୍ମୁ ନିକଟବର୍ତ୍ତୀ ଅଖନୁର ସେକ୍ଟରରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ବଡଧରଣର ଆଇଡି ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପଟେନଙ୍କ ସମେତ ଦୁଇ ଜଣ ସେନା କର୍ମଚାରୀ ସହିଦ ହୋଇଛନ୍ତି ଏବଂ ଅନ୍ୟ ଜଣେ ଯବାନ ଆହତ ହୋଇଛନ୍ତି। ଲାଲେଲିର ସୀମାରେଖା
Read More...

ତିରୁପତି ଲଡୁ ବିବାଦ ଘଟଣାରେ ୪ ଜଣଙ୍କୁ ଗିରଫ କଲା ସିବିଆଇ

ଆନ୍ଧ୍ର ପ୍ରଦେଶ: ବହୁଚର୍ଚ୍ଚିତ ତିରୁପତି ଲଡୁ ଅପମିଶ୍ରଣ ବିବାଦ ଘଟଣାରେ ସିବିଆଇ ୪ଜଣଙ୍କୁ ଗିରଫ କରିଛି। ତିରୁପତି ମନ୍ଦିରକୁ ଘିଅ ଯୋଗାଉଥିବା ବିଭିନ୍ନ କମ୍ପାନୀର ୪ଜଣଙ୍କୁ ଗିରଫ କଲା ସିବିଆଇ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଏଆର.ଡେରୀ (ତାମିଲନାଡୁ), ପରାଗ ଡାଏରୀ (ଉତ୍ତର ପ୍ରଦେଶ),
Read More...

ମହାକୁମ୍ଭରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରୟାଗରାଜ: ଆସନ୍ତାକାଲି ସୋମବାର ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସେ ଆସନ୍ତାକାଲି ଉତ୍ତରପ୍ରଦେଶ ଗସ୍ତ କରିବେ। ମହାକୁମ୍ଭ ମେଳାରେ ୮ ଘଣ୍ଟା ସମୟ ଅତିବାହିତ କରିବେ। ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ
Read More...

ଆମେରିକାରେ ବିମାନ ଦୁର୍ଘଟଣାରେ ୧୯ ମୃତ

ଆମେରିକା: ଆମେରିକାରେ ବଡ଼ ବିମାନ ଦୁର୍ଘଟଣା। ହେଲିକପ୍ଟର ସହ ଏକ ବିମାନର ଧକ୍କା ହୋଇଛି। ରୋନାଲ୍ଡ ରେଗନ ଏୟାରପୋର୍ଟ ନିକଟରେ ଏକ ବିମାନ ଅବତରଣ କରିବା ସମୟରେ ହେଲିକପ୍ଟରକୁ ଧକ୍କା ଦେଇଥିଲା। ଏଥିରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ବିମାନଟି ପୋଟୋମେକ୍ ନଦୀକୁ
Read More...

ବିଶ୍ୱ ଅର୍ଥନୈତିକ ଫୋରମରେ ଶାଲୁ ଜିନ୍ଦଲଙ୍କ ଅଂଶଗ୍ରହଣ

ଡାଭୋସ୍: ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ତଥା ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ଶ୍ରୀମତୀ ଶାଲୁ ଜିନ୍ଦଲ ଡାଭୋସ୍ ଠାରେ ଅନୁଷ୍ଠିତ  ବିଶ୍ୱ ଅର୍ଥନୈତିକ ଫୋରମରେ ଅଂଶଗ୍ରହଣ କରି ସକାରାତ୍ମକ ସାମାଜିକ ଏବଂ ଅର୍ଥନୈତିକ ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନର ପ୍ରତିବଦ୍ଧତା ଉପରେ ଆଲୋକପାତ
Read More...

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଜଷ୍ଟିନ ଟ୍ରୁଡୁ

କାନାଡ଼ା: କାନାଡ଼ାର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଜଷ୍ଟିନ ଟ୍ରୁଡୁ। ଏହା ସହିତ ଲିବେରାଲ ପାର୍ଟି ନେତା ପଦରୁ ବି ଇସ୍ତଫା ଦେଇଛନ୍ତି। ୯ ବର୍ଷ କାଳ ପ୍ରଧାନମନ୍ତ୍ରୀ ପଦରେ ରହିବା ପରେ ଆଜି ସେ ଇସ୍ତଫା ଘୋଷଣା କରିଛନ୍ତି। ଜଷ୍ଟିନ କହିଛନ୍ତି, ନୂଆ ପ୍ରଧାନମନ୍ତ୍ରୀ
Read More...