ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ
Browsing Category

ପାଣିପାଗ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି

ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍‌ଭାଇରନ୍‌ମେଂଟ ଆଣ୍ଡ
Read More...

୨୭ତାରିଖ ବେଳକୁ ବଙ୍ଗୋପସାଗର ରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା
Read More...

ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେଉଁଝର, ଅନୁଗୋଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ,
Read More...

୪୮ ଘଣ୍ଟା ପରେ କମିବ ଖରା

ଆସନ୍ତା ୫-୬ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଭୁବନେଶ୍ବର: ଗତ କିଛି ଦିନ ଧରି ଜାରି ରହିଥିବା ପ୍ରବଳ ଖରା, ଗରମ , ଗୁଳୁଗୁଳି ର ପ୍ରଭାବ ଆସନ୍ତା ୪୮ ଘଣ୍ଟା ପରେ କମିବ। ଆସନ୍ତା ୫-୬ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି
Read More...

ଆଉ ୩ ଦିନ ଯାଏଁ ପ୍ରବଳ ଗରମ ଗୁଳୁଗୁଳି ର ପ୍ରଭାବ

୨୭ ରୁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାଭୁବନେଶ୍ବର: ରାଜ୍ୟ ରେ ଏବେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୁତ ହେଉଛି। ଦିନ ତାପମାତ୍ରା ଅଧିକ ରହୁଛି। ପଶ୍ଚିମ ଓଡ଼ିଶା ର ଅନେକ ଅଞ୍ଚଳ ରେ ତାପମାତ୍ରା ୪୨.୦°ସି ଉପରେ ରହିଛି ଓ କିଛି ଅଞ୍ଚଳ ରେ ଗ୍ରୀଷ୍ମ ଲହରୀ ପ୍ରବାହିତ
Read More...

ଏଣିକି ବଢିବ ଗରମ, ଗୁଳୁଗୁଳି ର ପ୍ରଭାବ

ଭୁବନେଶ୍ବର: ଏଣିକି ରାଜ୍ୟ ରେ ବୃଦ୍ଧି ପାଇବ ଗରମ ଓ ଗୁଳୁଗୁଳି ର ପ୍ରଭାବ। ଅନେକ ଅଞ୍ଚଳ ରେ ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦିନ ତାପମାତ୍ରା ପ୍ରାୟ ୩-୫°ସି ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶା ର କିଛି
Read More...

୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼,ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା , କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
Read More...

୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ବାୟୁମଣ୍ଡଳ ର ୫.୮କିମି ଉପରେ ୮୨° ପୂର୍ବ ଦ୍ରାଘିମା ରେଖା ଓ ୨୧° ଉତ୍ତର ଅକ୍ଷାଂଶ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ପଶ୍ଚିମଝଡ଼ ଟ୍ରଫ ରହିଛି। ସେହିପରି ବିହାର ରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଝାଡ଼ଖଣ୍ଡ ଦେଇ ଏକ ଟ୍ରଫ ରେଖା ବିସ୍ତାରିତ ହୋଇଛି। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ
Read More...

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ
Read More...

ବଙ୍ଗୋପସାଗର ରେ ସକ୍ରିୟ ଲଘୁଚାପ କ୍ଷେତ୍ର

ଆସନ୍ତା ୫-୬ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା! ଭୁବନେଶ୍ବର: ଗତକାଲି ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଥିବା ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ
Read More...