Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category
ରାଜ୍ୟ ଖବର
ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି ଟଙ୍କାର ସପ୍ଲିମେଣ୍ଟରୀ ବଜେଟ୍ ଏବଂ କିଛି ପ୍ରମୁଖ ବିଲ୍!-->…
Read More...
Read More...
ରାଜ୍ୟର ସବୁ କ୍ଲବ, ପବ୍ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା
ଭୁବନେଶ୍ବର: ଗୋଆ ନାଇଟ୍ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ ପରେ ଓଡ଼ିଶାରେ ସରକାରଙ୍କ ଚେତା ପଶିଛି। ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ସମସ୍ତ କ୍ଲବ, ପବ୍ରେ ଅଗ୍ନି ନିରାପତ୍ତା ଯାଞ୍ଚ କରିବାକୁ ସରକାର ନିର୍ଦେଶ ଦେଇଛନ୍ତି।
ରାଜ୍ୟ ଅଗ୍ନିଶମ ଡିଜିଙ୍କ ପକ୍ଷରୁ ଅଗ୍ନିଶମ!-->!-->!-->…
Read More...
Read More...
ରାଜଧାନୀରେ ଖୋଲିବ ଆଉ ୨ ନୂଆ ତହସିଲ
ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍। ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ!-->…
Read More...
Read More...
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ। ବୈଠକରେ ୫ଟି ବିଭାଗର ୬ଟି ପ୍ରସ୍ତାବରେ ବାଜିଛି ମୋହର। ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା, ମୁଖ୍ୟମନ୍ତ୍ରୀ ବୟନ ଶିଳ୍ପ ବିକାଶ ଯୋଜନାକୁ ମିଳିଛି ମନ୍ତ୍ରୀ ମଣ୍ଡଳର ମୋହର।!-->…
Read More...
Read More...
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାଜପୁର: ଏବେ କୌଣସି ବିଡିଓ ଏବଂ ତହସିଲଦାର ଛୁଟି ଦରଖାସ୍ତ ଦାଖଲ ନକରି ବିନା ଅନୁମତିରେ ଅନୁପସ୍ଥିତ ରହିପାରିବେ ନାହିଁ। ଯଦି କେହି ବିନା ଅନୁମତିରେ ଛୁଟିରେ ରୁହନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର କଡ଼ା ନିର୍ଦ୍ଦେଶ!-->…
Read More...
Read More...
ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭!-->!-->!-->…
Read More...
Read More...
ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା!-->…
Read More...
Read More...
କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା
କଟକ: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ। କଟକ ମଣି ସାହୁ ଛକରେ ଆପର୍ଟମେଣ୍ଟ ତାଜା ଭୁସୁଡିବା ଘଟଣା ପରେ!-->…
Read More...
Read More...
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ!-->…
Read More...
Read More...
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ଭୁବନେଶ୍ୱର: ୪ ନମ୍ବର ମାଛ ମାର୍କେଟରେ ହେବ ନବକଳେବର, ଆମିଷ ବଜାରରୁ ହଟିବ ଜବରଦଖଲ। ନୂଆ ରୂପ ପାଇବ ଭୁବନେଶ୍ୱର ମହାନଗର ନିଗମ ଅଧୀନ ୪ ନମ୍ବର ମାଛ ମାର୍କେଟ। ଆଜି ସକାଳୁ ବିଏମସି କମିଶନର ଚଞ୍ଚଲ ରଣାଙ୍କ ସହ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ।
ମେୟର କହିଛନ୍ତି!-->!-->!-->…
Read More...
Read More...