Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୁରୀ ହୋଟେଲ୍ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category
ରାଜ୍ୟ ଖବର
ଶିମିଳିପାଳ ଜଗିବେ ୨ସ୍ନିଫର୍ ଡଗ୍
ମୟୁରଭଞ୍ଜ: ଏଥର ଶିମିଳିପାଳକୁ ସୁରକ୍ଷା ଦେବେ ଦୁଇଟି ପ୍ରଶିକ୍ଷିତ ସ୍ନିଫର୍ ଡଗ୍। ଏନେଇ ଶିମିଳିପାଳ ଟାଇଗର୍ ରିଜର୍ଭର ସୁରକ୍ଷା ଦାୟିତ୍ବରେ ସାମିଲ ହେଲେ ବେଲଜିଆନ୍ ମାଲିନୋଇସ୍ ପ୍ରଜାତିର କୁକୁର ନାନ୍ତା ଓ ଅନ୍ନିକା। ଉଭୟ କୁକୁର ତେଲେଙ୍ଗାନାର ସିକନ୍ଦରାବାଦଠାରେ ତାଲିମ ସମାପ୍ତ କରି!-->…
Read More...
Read More...
ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ସୋମବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଜଷ୍ଟିସ୍ ଶ୍ରୀପଦଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଜଷ୍ଟିସ ଶ୍ରୀପଦ କର୍ନାଟକ ହାଇକୋର୍ଟରୁ ବଦଳି!-->…
Read More...
Read More...
ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ବର: ସିଭିଲ ଡିଫେନ୍ସରେ ସାମିଲ ହେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ!-->…
Read More...
Read More...
ମିସା ଆଇନ୍ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍ସନ
ଭୁବନେଶ୍ବର:ଓଡ଼ିଶାର ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍ରେ ବନ୍ଦୀ ହୋଇଥିବା!-->…
Read More...
Read More...
ରାଜ୍ୟର ସବୁ ଆଇପିଏସ୍ , ଜିଲାପାଳ ଓ ଆର୍ଡିସିଙ୍କ ଛୁଟି ବାତିଲ
ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ!-->…
Read More...
Read More...
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ଗସ୍ତରେ ଆସି ମା' ତାରାତାରିଣୀଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା'ଙ୍କ ନିକଟରେ ଓଡ଼ିଶାରେ ବିକାଶ ନେଇ ପ୍ରାର୍ଥନା କରିଛନ୍ତି। ଏଥି ସହ ପୀଠର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ଯାହାବି ଆନୁସଙ୍ଗିକ ବ୍ୟବସ୍ଥା ଦରାକାର ତାହା ରାଜ୍ୟ!-->…
Read More...
Read More...
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ସାଇନ୍ସ ସିଟି। ସବୁ ଜିଲ୍ଲାରେ ହେବ ସାଇନ୍ସ ପାର୍କ। ଓଡ଼ିଶା ସରକାର ଅହମ୍ମଦାବାଦ ଭଳି ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬!-->…
Read More...
Read More...
ଆସନ୍ତାକାଲି ମକ୍ଡ୍ରିଲ୍, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍
ଭୁବନେଶ୍ବର: ରାଜ୍ୟରେ ମକ୍ଡ୍ରିଲ୍ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ, ବୁଧବାର!-->…
Read More...
Read More...
ପୁରୀ ବିମାନବନ୍ଦର ପାଇଁ ମିଳିଲା କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ!-->…
Read More...
Read More...
ମୃତକଙ୍କ ପରିବାରକୁ ୫ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି!-->…
Read More...
Read More...