ପ୍ରମୁଖ ଖବର

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ
ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ
କଲେଜ ଉପରେ ଖସିପଡ଼ିଲା ବିମାନ: ୧ ମୃତ, ଏକାଧିକ ଆହତ
୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ଘଟଣାରେ ସମସ୍ତ ୧୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ଖୋଲାରେ ପେଟ୍ରୋଲ ନଦେବାକୁ ସଂଘର ନିଷ୍ପତ୍ତି : ସରକାର ଡାକିଲେ ବୈଠକ
ରେଭେନ୍ସାରେ ରାଗିଂ :୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ
ପୂଜାରୀଙ୍କ ବିରୋଧରେ ଅଭିଯୋଗ
ଟଙ୍କା ନଦେଲେ ଜଳାଭିଷେକ କରିପାରିବନି ଭକ୍ତ
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Browsing Category

ରାଜ୍ୟ ଖବର

ଚିଲ ନେଇଗଲା ଶ୍ରୀମନ୍ଦିର ପତିତପାବନ ବାନା

ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ। ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ମନ୍ଦିର
Read More...

ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଓଡ଼ିଆ
Read More...

୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର

ଭୁବନେଶ୍ୱର: ଭୁବନେଶ୍ୱର ପାଳୁଛି ୭୭ତମ ଜନ୍ମଦିନ। ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ ଆଜିର ଦିନରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି। ଆଜିର ଦିନରେ ତତକାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଦ୍ୱାରା ରାଜଧାନୀ
Read More...

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ବର: ଓଡ଼ିଶାରେ ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ।ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର
Read More...

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହୋଇଛି। କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି
Read More...

ଅନ୍ତ୍ୟୋଦୟ ଗୃହ ଯୋଜନାରେ ୧ ଲକ୍ଷ ରୁ ଅଧିକ ହିତାଧିକାରୀ ପାଇବେ ଘର

ଭୁବନେଶ୍ବର: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ ଘର। ‘ସର୍ଭେ କରାଯିବ। ୨ ମାସ ଭିତରେ ଓ୍ବାର୍କ ଅର୍ଡର ଦିଆଯିବ। ମୋଟ ୧ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଘର।’ କିଛି ଏପରି କହି ଅନ୍ତ୍ୟୋଦୟ ଗୃହ ଯୋଜନାରୁ କେହି ବି ବଞ୍ଚିତ ହେବେନି ବୋଲି ଆଜି ମତ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ
Read More...

୩ ବର୍ଷରେ ରାଜ୍ୟର ସମସ୍ତ ଅଙ୍ଗନବାଡି ହେବ ସକ୍ଷମ ଅଙ୍ଗନବାଡି:

ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମହିଳା ଓ ଶିଶୁ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଟେକ୍ ହୋମ୍ ରାସନ ଯୋଜନା ଅନ୍ତର୍ଗତ ଗତ ନଭେମ୍ବର ମାସରେ ଅନୁଷ୍ଠିତ ଟେକ ହୋମ୍ ରାସନ କନକ୍ଲେଭରେ ଉପସ୍ଥାପିତ ପରାମର୍ଶ ବିଷୟରେ ଏହି ବୈଠକରେ ବିଶଦ
Read More...

ମନୋଜ ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର

ଭୁବନେଶ୍ବର: ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି। ଆଇଏଏସ୍ ମନୋଜ କୁମାର , ଯିଏକି
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର

ଭୁବନେଶ୍ବର: ଭାରତ ସରକାରଙ୍କ ବିଶ୍ୱର ସର୍ବବୃହତ୍‌ ଶସ୍ୟ ଭଣ୍ଡାର ଯୋଜନାରେ ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି
Read More...

୨୦୨୭ ମାର୍ଚ୍ଚ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ହେବ ଗୁଣାତ୍ମକ ପାନୀୟ ଜଳ ବ୍ୟବସ୍ଥା

ଭୁବନେଶ୍ବର: ପ୍ରତ୍ୟେକ ଘରେ ୨୪ ଘଣ୍ଟା ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ। ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ
Read More...