ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category

ରାଜ୍ୟ ଖବର

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହୋଇଛି। କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି
Read More...

ଅନ୍ତ୍ୟୋଦୟ ଗୃହ ଯୋଜନାରେ ୧ ଲକ୍ଷ ରୁ ଅଧିକ ହିତାଧିକାରୀ ପାଇବେ ଘର

ଭୁବନେଶ୍ବର: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ ଘର। ‘ସର୍ଭେ କରାଯିବ। ୨ ମାସ ଭିତରେ ଓ୍ବାର୍କ ଅର୍ଡର ଦିଆଯିବ। ମୋଟ ୧ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଘର।’ କିଛି ଏପରି କହି ଅନ୍ତ୍ୟୋଦୟ ଗୃହ ଯୋଜନାରୁ କେହି ବି ବଞ୍ଚିତ ହେବେନି ବୋଲି ଆଜି ମତ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ
Read More...

୩ ବର୍ଷରେ ରାଜ୍ୟର ସମସ୍ତ ଅଙ୍ଗନବାଡି ହେବ ସକ୍ଷମ ଅଙ୍ଗନବାଡି:

ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମହିଳା ଓ ଶିଶୁ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଟେକ୍ ହୋମ୍ ରାସନ ଯୋଜନା ଅନ୍ତର୍ଗତ ଗତ ନଭେମ୍ବର ମାସରେ ଅନୁଷ୍ଠିତ ଟେକ ହୋମ୍ ରାସନ କନକ୍ଲେଭରେ ଉପସ୍ଥାପିତ ପରାମର୍ଶ ବିଷୟରେ ଏହି ବୈଠକରେ ବିଶଦ
Read More...

ମନୋଜ ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର

ଭୁବନେଶ୍ବର: ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି। ଆଇଏଏସ୍ ମନୋଜ କୁମାର , ଯିଏକି
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର

ଭୁବନେଶ୍ବର: ଭାରତ ସରକାରଙ୍କ ବିଶ୍ୱର ସର୍ବବୃହତ୍‌ ଶସ୍ୟ ଭଣ୍ଡାର ଯୋଜନାରେ ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି
Read More...

୨୦୨୭ ମାର୍ଚ୍ଚ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ହେବ ଗୁଣାତ୍ମକ ପାନୀୟ ଜଳ ବ୍ୟବସ୍ଥା

ଭୁବନେଶ୍ବର: ପ୍ରତ୍ୟେକ ଘରେ ୨୪ ଘଣ୍ଟା ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ। ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ
Read More...

ପୁନର୍ଗଠନ ହେବ ସ୍ୱୟଂ ସହାୟକ ଗୋଷ୍ଠୀ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ୱୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା
Read More...

ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା

ଭୁବନେଶ୍ବର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା। ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି ।କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ ଜୁନ ୩୦ ଯାଏଁ ରାସନକାର୍ଡ ସହ ଆଧାର ଲିଙ୍କ
Read More...

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ

ଭୁବନେଶ୍ବର: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଏଥିରେ
Read More...

ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି

ଭୁବନେଶ୍ବର: ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି। ଏହି ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଯାଇଛି। ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ
Read More...