Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ
Browsing Category
ରାଜ୍ୟ ଖବର
୩୧ ବର୍ଷ ପରେ ଓଡ଼ିଶାରେ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ
ଭୁବନେଶ୍ବର: ଦୀର୍ଘ ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ। ଆସନ୍ତା ୨୯ ଓ ୩୦ ତାରିଖରେ ଭୁବନେଶ୍ଵରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସଭା ବାଚସ୍ପତି ଓମ୍ ବିର୍ଲା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ନେଇ ସୂଚନା!-->…
Read More...
Read More...
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ତୃତୀୟ କିସ୍ତି ଜାରି କରିଛନ୍ତି। ଯାହା ରାଜ୍ୟର ୫୧ ଲକ୍ଷରୁ ଅଧିକ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବ।
ସୂଚନା ଅନୁଯାୟୀ, ରାଜ୍ୟର କୃଷି ମହୋତ୍ସବ ନୂଆଖାଇର!-->!-->!-->…
Read More...
Read More...
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ୍ ରଖିବାକୁ ଘୋଷଣା କରିଛନ୍ତି। ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଜାରି ହୋଇଥିବା ବିଜ୍ଞପ୍ତି!-->…
Read More...
Read More...
ବରିଷ୍ଠ ୯ ଓଏଏସ ଅଧିକାରୀଙ୍କୁ ବଦଳି
ଭୁବନେଶ୍ବର: ମଙ୍ଗଳବାର ଦିନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର ନଅ ଜଣ ବରିଷ୍ଠ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନୂତନ ନିଯୁକ୍ତି ଦିଆଯିବା ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।
ଗଙ୍ଗାଧର ନାୟକଙ୍କୁ ଗୃହ ନିର୍ଦ୍ଦେଶକ ଏବଂ ଗୃହ ଏବଂ!-->!-->!-->…
Read More...
Read More...
ନୂଆଖାଇ ପର୍ବ ଉପଲକ୍ଷେ ଅଗଷ୍ଟ ୨୯ରେ ସରକାରୀ ଛୁଟି ଘୋଷଣା
ଭୁବନେଶ୍ବର: ନୂଆଁଖାଇ ପର୍ବ ଉପଲେକ୍ଷେ ୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୯ ତାରିଖରେ ସବୁ ସରକାରୀ କାର୍ଯ୍ୟାଳୟ ସହ ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ!-->…
Read More...
Read More...
ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରତୀକ ସିଂ
ପୁରୀ: ପୁରୀ ଏସପି ଭାବରେ ଦାୟିତ୍ଵ ପାଇବାପରେ ମହାପ୍ରଭୁଙ୍କ ଦର୍ଶନର ସାନ୍ନିଧ୍ୟ ନେଲେ ଏସପି ପ୍ରତୀକ ସିଂ। ଲକ୍ଷ୍ମୀ ମନ୍ଦିରରେ ଭକ୍ତଙ୍କୁ ପିଠା ବାଣ୍ଟିଲେ ନୂଆ ଏସପି । ମହାପ୍ରଭୁଙ୍କ ଦର୍ଶନ ପରେ ଦାୟିତ୍ଵ ତୁଲାଇବାକୁ ଯାଉଥିବାରୁ ଧନ୍ୟ ହୋଇଛି ବୋଲି କହିଛନ୍ତି ପୁରୀର ନୂଆ ଏସପି ପ୍ରତୀକ!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ପରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବକୁ!-->…
Read More...
Read More...
ଖୁବ୍ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ଭୁବନେଶ୍ୱର: ଖୁବ୍ଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି।
ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।!-->!-->!-->…
Read More...
Read More...
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍ : ମନ୍ତ୍ରୀ
ଭୁବନେଶ୍ବର: ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍। ପୁରୀ-କୋଣାର୍କ, ପୁରୀ-ସାତପଡ଼ା ଏବଂ ପିପିଲି-କୋଣାର୍କ ରାଜପଥ ୪ ଲେନ୍ ବିଶିଷ୍ଟ କରାଯିବ। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।!-->…
Read More...
Read More...
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ସମ୍ବଲପୁର: ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ!-->…
Read More...
Read More...