ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category

ରାଜ୍ୟ ଖବର

ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତିମଣତି

ଭୁବନେଶ୍ବର: ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି। ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ। ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ ହେବ। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରଥଯାତ୍ରା ପୂର୍ବରୁ ଗଣତି ମଣତି
Read More...

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି

କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର
Read More...

ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ
Read More...

କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ
Read More...

ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି
Read More...

ଶ୍ରୀଜଗନ୍ନାଥ ଯୋଜନା:ବିନା ବସ୍‌ ଭଡ଼ାରେ ହେବ ଜଗା ଦର୍ଶନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର ରହିଛି। ଏଥିର ନୂଆ କରି ବଜେଟରେ
Read More...

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ ପଦବୀ। ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଏବଂ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ ସମସ୍ୟା ଏବଂ ଆଇନ ଶୃଙ୍ଖଳାକୁ ବିଗାଡିବାର
Read More...

୩୧ ମାର୍ଚ୍ଚ ଯାଏ ବଢିଲା ଇ-କେୱାଇସି ଅବଧି

ଭୁବନେଶ୍ଵର : ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଇ-କେଓ୍ବାଇସିକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାସନ କାର୍ଡରେ ଇ-କେଓ୍ବାଇସି ଅବଧିକୁ ପୁଣି ବଢାଯାଇଛି । ରାସନ କାର୍ଡରେ ଇ-କେଓ୍ବାଇସି କରିବାକୁ ଆଜି ଶେଷ ଦିନ ଥିବା ବେଳେ ଲୋକଙ୍କ ଆବଶ୍ୟକତା ଦେଖି, ସମୟ ସୀମାକୁ ଆସନ୍ତା
Read More...

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ଆଇନିମନ୍ତ୍ରୀ

ଭୁବନେଶ୍ଵର: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ
Read More...

ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ

ଭୁବନେଶ୍ବର:ଶ୍ରୀମନ୍ଦିର ମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳ ବ୍ୟବହାର ହେବ। ଏ ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର
Read More...