ପ୍ରମୁଖ ଖବର

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭି​‌ଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Browsing Category

ରାଜ୍ୟ ଖବର

ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲା ପୋଲିସ ଟିମ୍

ନୂଆଦିଲ୍ଲୀ: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍‌ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି। ୨୦ରୁ ଅଧିକ ସନ୍ଦେହ ଥିବା ବ୍ୟକ୍ତି
Read More...

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଭୁବନେଶ୍ବର: ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ଚାଲିଛି ପ୍ରସ୍ତୁତି। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି। ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି
Read More...

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି।
Read More...

ରେଭେନ୍ସାରେ ରାଗିଂ :୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ହଷ୍ଟେଲ ୱାର୍ଡେନ ବାରଣ କରିବା ସତ୍ତ୍ୱେ ଏହି ରାଗିଂ କରାଯାଇଥିଲା। ରାତି ଅଧରେ ପ୍ରଥମ ବର୍ଷ ଅନ୍ତେବାସୀଙ୍କୁ
Read More...

ଖୋଲାରେ ପେଟ୍ରୋଲ ନଦେବାକୁ ସଂଘର ନିଷ୍ପତ୍ତି : ସରକାର ଡାକିଲେ ବୈଠକ

ନ୍ୟୁଜବ୍ୟୁରୋ: ବାଲେଶ୍ୱର ଓ ବଳଙ୍ଗାରେ ପେଟ୍ରୋଲ ଦୂରୁପଯୋଗ ସମ୍ପର୍କିତ ଅଘଟଣ ପରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେବାକୁ ଯାଉଛନ୍ତି। ଖୋଲା ପାତ୍ର କିମ୍ବା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ଓ ଡିଜେଲ ବିକ୍ରି ଉପରେ କଟକଣା ଲଗାଇବା ପାଇଁ ନୂଆ ଗାଇଡ଼ଲାଇନ ପ୍ରସ୍ତୁତ କରାଯାଉଛି। ଏନେଇ ଆଜି
Read More...

ପୁଣି ନାବାଳିକା ଦେହରେ ନିଆଁ

ପୁରୀ: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା
Read More...

କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର
Read More...

ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ଆସ୍କା ଚିକିଟିକୁ ମିଳିଲା ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ
Read More...

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ
Read More...

ତତ୍ପର ହେଲା ଗଣଶିକ୍ଷା ବିଭାଗ

ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି
Read More...