Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ
Browsing Category
ରାଜ୍ୟ ଖବର
ଖୋଲାରେ ପେଟ୍ରୋଲ ନଦେବାକୁ ସଂଘର ନିଷ୍ପତ୍ତି : ସରକାର ଡାକିଲେ ବୈଠକ
ନ୍ୟୁଜବ୍ୟୁରୋ: ବାଲେଶ୍ୱର ଓ ବଳଙ୍ଗାରେ ପେଟ୍ରୋଲ ଦୂରୁପଯୋଗ ସମ୍ପର୍କିତ ଅଘଟଣ ପରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେବାକୁ ଯାଉଛନ୍ତି। ଖୋଲା ପାତ୍ର କିମ୍ବା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ଓ ଡିଜେଲ ବିକ୍ରି ଉପରେ କଟକଣା ଲଗାଇବା ପାଇଁ ନୂଆ ଗାଇଡ଼ଲାଇନ ପ୍ରସ୍ତୁତ କରାଯାଉଛି। ଏନେଇ ଆଜି!-->…
Read More...
Read More...
ପୁଣି ନାବାଳିକା ଦେହରେ ନିଆଁ
ପୁରୀ: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା!-->…
Read More...
Read More...
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ
କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍ କନ୍ଭେନସନ ସେଣ୍ଟର!-->…
Read More...
Read More...
ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ଆସ୍କା ଚିକିଟିକୁ ମିଳିଲା ରାଷ୍ଟ୍ରପତି ପୁରସ୍କାର
ନୂଆଦିଲ୍ଲୀ: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ!-->…
Read More...
Read More...
ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ!-->!-->!-->…
Read More...
Read More...
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି!-->!-->!-->…
Read More...
Read More...
ଆସନ୍ତାକାଲି ଓଡ଼ିଶା ବନ୍ଦ
ଭୁବନେଶ୍ବର: ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ। ଆସନ୍ତାକାଲି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ଓଡ଼ିଶା ପ୍ରଦେଶ!-->…
Read More...
Read More...
ଆସନ୍ତାକାଲି ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ
ଭୁବନେଶ୍ବର: ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଏଫ୍ଏମ୍ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍ ଆସୋସିଏଶନ ପକ୍ଷରୁ!-->…
Read More...
Read More...
ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ବାଲେଶ୍ଵର ବନ୍ଦ କଲା ବିଜେଡି
ବାଲେଶ୍ୱର: ଏଫଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ବୁଧବାର ସମଗ୍ର ବାଲେଶ୍ୱର ଜିଲ୍ଲାରେ ୮ ଘଣ୍ଟିଆ ବନ୍ଦ ପାଳନ ହୋଇଛି । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ। ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି। ବନ୍ଦ!-->…
Read More...
Read More...
କାଲି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ
ବାଲେଶ୍ବର: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ।!-->…
Read More...
Read More...