ପ୍ରମୁଖ ଖବର

କର୍ଣ୍ଣାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣାରେ ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର
ଭାରତ-ନ୍ୟୁଜିଲାଣ୍ଡ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବାଜି ମାରି ନେଇଛି ଭାରତ
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ
Browsing Category

ରାଜ୍ୟ ଖବର

ଫ୍ଲଡ ଲାଇଟ ବନ୍ଦ ଘଟଣାରେ ଓସିଏକୁ କାରଣ ଦର୍ଶାଅ ନୋଟିସ

କଟକ: ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଚାଲୁଥିବା ବେଳେ ଫ୍ଲଡ୍ ଲାଇଟ୍ ବନ୍ଦ ହେବା ପ୍ରସଙ୍ଗରେ ଆକସନ ମୋଡରେ ରାଜ୍ୟ ସରକାର। ଓଡ଼ିଶା କ୍ରିକେଟ ଆସୋସିଏସନ (OCA)କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ଓ ଯୁବ ସେବା ବିଭାଗ। କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ
Read More...

୧୫ ପରେ ଆଉ ବଢିବନି ଇ-କେୱାଇସି ଅବଧି: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାସନ କାର୍ଡ଼କୁ ନେଇ ରବିବାର ଏକ ବଡ଼ ଖବର ଆସିଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ ଇ-କେୱାଇସି ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଫେବୃୟାରୀ ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି। ଏହାପରେ ଆଉ ବଢ଼ିବନି ଇ-କେୱାଇସି ଅବଧି।
Read More...

୨୦୩୬ ସୁଦ୍ଧା ଗଠନ ହେବ ଗ୍ରେଟର ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ଶୁକ୍ରବାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଉପରେ ସମୀକ୍ଷା ହୋଇଛି। ବିଭାଗ ପକ୍ଷରୁ ବୈଠକରେ 'ଗ୍ରେଟର ଭୁବନେଶ୍ୱର' ଗଠନ ସମ୍ପର୍କିତ ତଥ୍ୟ
Read More...

ଅନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଘର

ଭୁବନେଶ୍ବର: ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର। କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ମିଳିବ। ଜଣେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ମିଳିବ। ପଏମ୍ ଆବାସ ଯୋଜନାରୁ ବାଦ ଲୋକଙ୍କୁ ମଧ୍ୟ ସାମିଲ
Read More...

ରାଜ୍ୟର ୩୧୪ ବ୍ଲକରେ ହେବ ଷ୍ଟାଡିୟମ

ଭୁବନେଶ୍ବର: ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଷ୍ଟାଡିୟମ ନିର୍ମାଣ ନେଇ ଏକ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ଓଡ଼ିଶା କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ଗ୍ରାମୀଣ
Read More...

ବଦଳିବ ‘ମୋ ବସ’ ହେବ ‘ଆମ ବସ’

ଭୁବନେଶ୍ବର: ବଦଳିବ ‘ମୋ ବସ୍‌’ର ନାଁ। ‘ମୋ ବସ୍’ ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍‌’। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ‘ମୋ ବସ୍‌’ ଏକ ଅହଂକାର ଶବ୍ଦ। ମୋହନ ସରକାର ଲୋକଙ୍କ ସରକାର। ତେଣୁ ମୋ ବଦଳରେ ଆମର କହିବା ଠିକ୍‌ ହେବ ବୋଲି
Read More...

ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର କ୍ରମାଗତ ସବୁ କ୍ଷେତ୍ରରେ ଉନ୍ନତି କରୁଥିବାବେଳେ ମୃତ୍ୟୁପରେ ମଣିଷର ସମ୍ମାନ ଓ ତାଙ୍କ ପରିବାରର ସୁବିଧା
Read More...

୧୩ରୁ ବିଧାନସଭା ବଜେଟ୍‌, ୧୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ। ଫେବୃଆରୀ ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ।
Read More...

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି
Read More...

ହେଲଥ୍ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

ଭୁବନେଶ୍ବର: ମଲ୍ଟି ପର୍ପସ ହେଲଥ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ। ଆସନ୍ତା ଶୁଣାଣି ଯାଏଁ ନିଯୁକ୍ତି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ। ପ୍ରକ୍ରିୟା ଜାରି ରହିଲେ ବି ପରବର୍ତ୍ତୀ ଆଦେଶ ଯାଏଁ ନିଯୁକ୍ତି ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ୨୭୫୩ଟି ପଦବୀ ପାଇଁ
Read More...