ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ
Browsing Category

ରାଜ୍ୟ ଖବର

ଜନତା ମୈଦାନରେ ‘ଏକ୍‌ତା’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଧୁରୀ ଦୀକ୍ଷିତ। ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଗୁରୁବାର ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ଏକ୍‌ତା’ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ।
Read More...

ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ

ଭୁବନେଶ୍ଵର: ଓଡ଼ିଶା ସରକାର ସମସ୍ତ ବିଭାଗକୁ ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ବିବରଣୀ ପ୍ରଦାନ କରିବାକୁ କହିଛନ୍ତି। ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ ମଧ୍ୟ ଚେତାବନୀ ଦିଆଯାଇଛି। ଯେଉଁ ଅଧିକାରୀମାନେ ପ୍ରଭାବଶାଳୀ ଭାବରେ କର୍ତ୍ତବ୍ୟ ସମ୍ପାଦନ
Read More...

ଆମିଷ ଖାଉନଥିବା ଛାତ୍ରଛାତ୍ରୀଙ୍କୁ ଅଣ୍ଡା ବଦଳରେ ମିଳିବ ଫଳ

ଭୁବନେଶ୍ବର: ଏଣିକି ଯେଉଁ ଛାତ୍ରଛାତ୍ରୀ ଆମିଷ ଖାଉନଥିବେ ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ।ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ମିଡ୍ ଡେ ମିଲରେ ମିଳିବ ଫଳ। ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ। ଏ
Read More...

ପ୍ରତି ଜିଲାରେ ଖୋଲିବ ମଡେଲ ମଣ୍ଡି : ସମବାୟ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର,
Read More...

ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ : ଆଇନମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ଜଣ ଏକ୍ସପର୍ଟ ଦେବା ପାଇଁ ଆରବିଆଇକୁ ଚିଠି ଲେଖିଛନ୍ତି ସରକାର। ଆରବିଆଇ ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି
Read More...

ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ବର: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆସିଛି ବଡ଼ ଖବର। ସ୍ପେସିଆଲ ଓଟିଇଟି ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ବଡ଼ ସଫଳତା । ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ। ଗିରଫ ହୋଇଥିବା ସମସ୍ତ ବୋର୍ଡର କର୍ମଚାରୀ। ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ
Read More...

ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଯୁବକ ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଧରାପଡିଛନ୍ତି ଯୁବକ। ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ। ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଛି ପୋଲିସ। ଯୁବକ ଜଣକ ପୁରୀ ଗଜପତି ନଗରର
Read More...

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା

ଭୁବନେଶ୍ଵର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି । ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ସର୍ଭର ଡାଉନ
Read More...

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ ବଦଳି ହେଲେ ୬ ଅଧିକାରୀ

ନ୍ୟୁଜବ୍ୟୁରୋ: ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହୋଇଛନ୍ତି ୬ ଅଧିକାରୀ। ଜୁଲାଇ ୨୦ରେ ହେବାକୁ
Read More...