Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ
Browsing Category
ରାଜ୍ୟ ଖବର
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍। ପାରମ୍ପରିକ ପୂଜା ପରେ ଜୁଲାଇ ୬ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ।
ସମ୍ବଲପୁରରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଛି। ଯାହାକୁ!-->!-->!-->…
Read More...
Read More...
ସାମୂହିକ ଛୁଟିରେ ଅଫିସର,ଜନତା ହଇରାଣ
ଭୁବନେଶ୍ବର: ବିଏମ୍ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ପରିସରରେ ମାଡ଼ ଘଟଣା ରାଜ୍ୟର ପ୍ରଶାସନିକ କାର୍ଯ୍ୟରେ ଅଚଳାବସ୍ଥା ସୃଷ୍ଟି କରିଛି। ମୁଖ୍ୟ ଅଭିଯୁକ୍ତ ଗିରଫ ଦାବିରେ ଅଟଳ ଥିବା ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ରାଜ୍ୟରେ!-->…
Read More...
Read More...
ରଥଯାତ୍ରା ଦଳଚକଟା : ମୃତକଙ୍କ ପରିବାରକୁ ମିଳିଲା ସହାୟତା
ପୁରୀ: ପୁରୀ ଶ୍ରାଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁଘଟିଛି। ଏହି ଘଟଣାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବରଣ କରିଥିବା ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା!-->…
Read More...
Read More...
ମାଷ୍ଟର ମାଇଣ୍ଡକୁ ଗିରଫ କର : ମେୟର ସୁଲୋଚନା ଦାସ
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ। ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର।
ଆଜି ଅଫିସ୍ରେ ବୈଠକ ପରେ କଡ଼ା!-->!-->!-->…
Read More...
Read More...
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ
ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି।
ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ)!-->!-->!-->…
Read More...
Read More...
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର!-->…
Read More...
Read More...
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣର ପ୍ରତିବାଦରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଠିଆ ହୋଇ ରହିଛି ୧୫ ସଫେଇ ଗାଡ଼ି। ନ୍ୟାୟ ନ ମିଳିଲେ ଭୁବନେଶ୍ୱରରୁ ଅଳିଆ ସଫା ହେବନି ବୋଲି କହିଛନ୍ତି ସଫେଇ କର୍ମଚାରୀ। ବିଏମସି ଅତିରିକ୍ତ କମିଶନର ରତ୍ନାକର!-->…
Read More...
Read More...
ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ!-->…
Read More...
Read More...
ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି
ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍ପି!-->…
Read More...
Read More...
ପୁରୀ ଅଘଟଣ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା!-->…
Read More...
Read More...