Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ
Browsing Category
ରାଜ୍ୟ ଖବର
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି!-->…
Read More...
Read More...
ଚିଲ ନେଇଗଲା ଶ୍ରୀମନ୍ଦିର ପତିତପାବନ ବାନା
ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ। ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ମନ୍ଦିର!-->!-->!-->…
Read More...
Read More...
ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଓଡ଼ିଆ!-->…
Read More...
Read More...
୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର
ଭୁବନେଶ୍ୱର: ଭୁବନେଶ୍ୱର ପାଳୁଛି ୭୭ତମ ଜନ୍ମଦିନ। ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ ଆଜିର ଦିନରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି। ଆଜିର ଦିନରେ ତତକାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଦ୍ୱାରା ରାଜଧାନୀ!-->…
Read More...
Read More...
ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ
ଭୁବନେଶ୍ବର: ଓଡ଼ିଶାରେ ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ।ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର!-->…
Read More...
Read More...
ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ
ଭୁବନେଶ୍ବର: ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହୋଇଛି। କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି!-->…
Read More...
Read More...
ଅନ୍ତ୍ୟୋଦୟ ଗୃହ ଯୋଜନାରେ ୧ ଲକ୍ଷ ରୁ ଅଧିକ ହିତାଧିକାରୀ ପାଇବେ ଘର
ଭୁବନେଶ୍ବର: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ ଘର। ‘ସର୍ଭେ କରାଯିବ। ୨ ମାସ ଭିତରେ ଓ୍ବାର୍କ ଅର୍ଡର ଦିଆଯିବ। ମୋଟ ୧ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଘର।’ କିଛି ଏପରି କହି ଅନ୍ତ୍ୟୋଦୟ ଗୃହ ଯୋଜନାରୁ କେହି ବି ବଞ୍ଚିତ ହେବେନି ବୋଲି ଆଜି ମତ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ!-->…
Read More...
Read More...
୩ ବର୍ଷରେ ରାଜ୍ୟର ସମସ୍ତ ଅଙ୍ଗନବାଡି ହେବ ସକ୍ଷମ ଅଙ୍ଗନବାଡି:
ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମହିଳା ଓ ଶିଶୁ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଟେକ୍ ହୋମ୍ ରାସନ ଯୋଜନା ଅନ୍ତର୍ଗତ ଗତ ନଭେମ୍ବର ମାସରେ ଅନୁଷ୍ଠିତ ଟେକ ହୋମ୍ ରାସନ କନକ୍ଲେଭରେ ଉପସ୍ଥାପିତ ପରାମର୍ଶ ବିଷୟରେ ଏହି ବୈଠକରେ ବିଶଦ!-->…
Read More...
Read More...
ମନୋଜ ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର
ଭୁବନେଶ୍ବର: ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି।
ଆଇଏଏସ୍ ମନୋଜ କୁମାର , ଯିଏକି!-->!-->!-->…
Read More...
Read More...
ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର
ଭୁବନେଶ୍ବର: ଭାରତ ସରକାରଙ୍କ ବିଶ୍ୱର ସର୍ବବୃହତ୍ ଶସ୍ୟ ଭଣ୍ଡାର ଯୋଜନାରେ ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି!-->…
Read More...
Read More...