ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

କ୍ରମାଗତ ୧୧ତମ ବର୍ଷ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ପୁରୀ ରଥଯାତ୍ରାରେ ଭକ୍ତମାନଙ୍କୁ ସେବା

- ନବଯୌବନ ଦର୍ଶନ ଠାରୁ ଆଜି ପର୍ଯ୍ୟନ୍ତ ରଥଯାତ୍ରାରେ ୧୦ ଲକ୍ଷରୁ ଅଧିକ ଭକ୍ତଙ୍କୁ ଅନ୍ନ ସେବା ପ୍ରଦାନ - ସୁନାବେଶ ପର୍ଯ୍ୟନ୍ତ ରଥଯାତ୍ରା ସମୟରେ ୨୦ଲକ୍ଷରୁ ଅଧିକ ଭକ୍ତଙ୍କୁ ଅନ୍ନ ସେବା ପ୍ରଦାନ ଲକ୍ଷ୍ୟ ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରର ସାମାଜିକ ଶାଖା ଜିନ୍ଦଲ
Read More...

ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ : ସୋଆ ଉପସଭାପତି

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାରେ ଉତ୍କର୍ଷ ଆଣିବାରେ ନର୍ସମାନଙ୍କର ପ୍ରମୁଖ ଭୂମିକା ରହିଥିବା ବେଳେ ସେମାନେ ରୋଗୀ ସେବାର ପ୍ରାଣ କେନ୍ଦ୍ର ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ ଆଣ୍ଡ
Read More...

ମାଷ୍ଟର ମାଇଣ୍ଡକୁ ଗିରଫ କର : ମେୟର ସୁଲୋଚନା ଦାସ

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ। ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର। ଆଜି ଅଫିସ୍‌ରେ ବୈଠକ ପରେ କଡ଼ା
Read More...

ଯୋଡ଼ାରେ ଖଣିରୁ ମାଟି ଅତଡ଼ା ଧସି ୩ ମୃତ

କେନ୍ଦୁଝର: ଯୋଡ଼ାରେ ଏକ ବଡ଼ ଅଘଟଣ ଘଟିଛି। ଖଣିରୁ ମାଟି ଅତଡ଼ା ଧସି ୩ ଜଣଙ୍କ ମୃତ୍ୟୁ ହୋଇଛି ଓ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । କେନ୍ଦୁଝର ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଘଟିଛି ଏହି ବଡ଼ ଅଘଟଣ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା କାରଣରୁ ମାଟି ଅତଡ଼ା ଧସିଛି। ମୃତ
Read More...

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି ବିସ୍ଫୋରଣରେ ୪ ଓଡ଼ିଆ ମୃତ

ତେଲେଙ୍ଗାନା: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ
Read More...

ଶେଖ୍‌ ହସିନାଙ୍କୁ ୬ ମାସ ଜେଲ୍‌ଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଯାଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି।
Read More...

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ)
Read More...

୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର
Read More...

ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାର ଶିବକାସୀରେ ଏକ ବାଣ ତିଆରି କାରଖାନାରେ ମଙ୍ଗଳବାର ଦିନ ହଠାତ୍ ବିସ୍ଫୋରଣ ଘଟିଥିଲା। ବାଣ କାରଖାନାରେ ବିସ୍ଫୋରଣରେ ୨ ଜଣ ମହିଳାଙ୍କ ସମେତ ଅତି କମରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା
Read More...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର। ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ। କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର
Read More...