ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ!-->…
Read More...
Read More...