ରିଲ୍ସ ବନେଇବା ବେଳେ ଜଳପ୍ରପାତରେ ଭାସିଗଲେ ଯୁବକ
କେନ୍ଦୁଝର: ରିଲ୍ସ ବନେଇବା ହେଲା କାଳ। କେନ୍ଦୁଝରର ଏକ ଜଳପ୍ରପାତର ପ୍ରବଳ ସ୍ରୋତରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ହୋଇଥିବା ଯୁବକ ଜଣକ କେନ୍ଦୁଝର ଜିଲ୍ଲାର ବଲରାଇ ଗ୍ରାମର ବାସିନ୍ଦା ଲିପୁନ ବେହେରା ବୋଲି ଚିହ୍ନଟ କରାଯାଇଛି।
ଘଟଣାଟି ଜିଲ୍ଲାର ପାଲଲହରା ସବ-ଡିଭିଜନ!-->!-->!-->…
Read More...
Read More...