ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

୩ ବର୍ଷରେ ରାଜ୍ୟର ସମସ୍ତ ଅଙ୍ଗନବାଡି ହେବ ସକ୍ଷମ ଅଙ୍ଗନବାଡି:

ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମହିଳା ଓ ଶିଶୁ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଟେକ୍ ହୋମ୍ ରାସନ ଯୋଜନା ଅନ୍ତର୍ଗତ ଗତ ନଭେମ୍ବର ମାସରେ ଅନୁଷ୍ଠିତ ଟେକ ହୋମ୍ ରାସନ କନକ୍ଲେଭରେ ଉପସ୍ଥାପିତ ପରାମର୍ଶ ବିଷୟରେ ଏହି ବୈଠକରେ ବିଶଦ
Read More...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ବର: ଭାରତ ସରକାରଙ୍କ ବହୁ ପ୍ରତିକ୍ଷୀତ ଏହି ଯୋଜନା ଓଡ଼ିଶାରେ ଲାଗୁ ହେବାକୁ ଯାଉଛି। କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ
Read More...

ସମ୍ ନର୍ସିଂ କଲେଜ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମ୍ୟୁନିଟି ହେଲ୍‌ଥ ନର୍ସିଂ ବିଭାଗ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି। ଚଳିତ ବର୍ଷର ପ୍ରସଙ୍ଗ ‘ସୁସ୍ଥ ପ୍ରାରମ୍ଭ, ଆଶାପୂର୍ଣ୍ଣ ଭବିଷ୍ୟତ’ କୁ ନେଇ ଏହି ଦିବସ ପାଳନ କରାଯାଇଛି।ଏହି ଅବସରରେ
Read More...

ଆସୁଛି ନୂଆ ଆଧାର ଆପ୍‌

ଭୁବନେଶ୍ବର: ଏବେ ସାଥୀରେ ଆଧାର କାର୍ଡ ନେବା ଆବଶ୍ୟକ ନାହିଁ। ନିଜର ବ୍ୟକ୍ତିଗତ ତଥ୍ୟ ଯାଞ୍ଚ ପାଇଁ ଆଉ ଦରକାର ହେବନି ଆଧାରକାର୍ଡ କି ତାର ଜେରକ୍ସ କପି। ନିଜର ପରିଚୟ ନିଶ୍ଚିତ କରିବା ଲାଗି ପ୍ରତିଥର ସାଥୀରେ ଆଧାର କାର୍ଡର ଫଟୋକପି ନେବା ଆବଶ୍ୟକ ନାହିଁ । ନୂଆ ଆଧାର ଆପ୍‌ ଆପଣଙ୍କ ପରିଚୟର
Read More...

ମନୋଜ ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର

ଭୁବନେଶ୍ବର: ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି। ଆଇଏଏସ୍ ମନୋଜ କୁମାର , ଯିଏକି
Read More...

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

ଆନ୍ଧ୍ରପ୍ରଦେଶ: ଦୁଇ ଭାଗ ହୋଇଗଲା ଫଲକନାମା ଏକ୍ସପ୍ରେସ୍। ଟ୍ରେନରୁ ଅଲଗା ହୋଇଗଲା ଦୁଇଟି ଏସି ବଗି। ମଙ୍ଗଳବାର ସକାଳେ ଆନ୍ଧ୍ରପ୍ରଦେଶ ପଲାସା ନିଟସ୍ଥ ଶ୍ରୀକାକୁଲାମ୍ ଜିଲ୍ଲାରେ ଫଲକନୁମା ଏକ୍ସପ୍ରେସରେ ଘଟିଛି ଏହି ଅଘଟଣ। ବହୁ ସମୟ ଧରି ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ
Read More...

ଆତ୍ମସମର୍ପଣ କଲେ ୩୧ ମାଓବାଦୀ

ମାଲକାନଗିରି: ମାଓ ସଂଗଠନକୁ ଲାଗୁଛି ଶକ୍ତ ଝଟ୍‌କା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ
Read More...

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ଜୀବନ ହାରିଲେ ମହିଳା କନଷ୍ଟେବଳ। ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର
Read More...

କାର୍‌ରୁ ୧୩୦ କିଲୋ ଗଞ୍ଜେଇ ଜବତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲୁହୂରବାଲି ଗାଁର ଉମେଶ ଚନ୍ଦ୍ର ଦିଗାଲ ଏବଂ
Read More...

ଓଡ଼ିଶାରେ ୨୫ କମ୍ପାନୀ ନିବେଶ କରିବେ ୩୦,୦୦୦ କୋଟି

୧୧ କମ୍ପାନୀ ସହ ଚୁକ୍ତି ସ୍ଵାକ୍ଷରଭୁବନେଶ୍ବର: ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର କୋଟିର
Read More...