ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲାର ବଡ ଖୁଲାସା

ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟହରିୟାଣା: ହରିୟାଣା କ୍ୟାଡର ଆଇପିଏସ ଅଧିକାରୀ ପୁରନ କୁମାରଙ୍କ ଆତ୍ମହତ୍ୟା ମାମଲାରେ ଏକ ବଡ ଖୁଲାସା ହୋଇଛି। ପୂରନଙ୍କ ମୃତ୍ୟୁ ସାରା ପୋଲିସ ବିଭାଗ ଓ ପ୍ରଶାସନକୁ ଚିନ୍ତାରେ ପକାଇଛି। ପୋଲିସ ତାଙ୍କ ଘରୁ ୮ ପୃଷ୍ଠା ବିଶିଷ୍ଟ ସୁଇସାଇଡ୍ ନୋଟ ଜବତ
Read More...

ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ

ଗଜପତି: ଗଜପତି ଜିଲ୍ଲା ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ। ଭୟଙ୍କର ବିସ୍ଫୋରଣରେ ୩ ଶ୍ରମିକଙ୍କ ମୃତ୍ୟୁ, ଅନେକ ଗୁରୁତର ହୋଇଥିବା ସୂଚନା। ମୃତକମାନେ ବିହାର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଅଂଚଳର ଶ୍ରମିକ। ଗୁରୁତରମାନେ ଶ୍ରୀକାକୁଲମ୍ ଟେକ୍କାଲି ହସ୍‌ପିଟାଲରେ ଭର୍ତ୍ତି
Read More...

ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପଡିଲେ ଓଏଏସ୍‌ ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା
Read More...

ଭୂସ୍ଖଳନ ଯୋଗୁ ବସ୍ ଉପରେ ପାହାଡ଼ ଖସି ୧୫ ମୃତ

ହିମଚଳପ୍ରଦେଶ: ହିମାଚଳ ପ୍ରଦେଶର ବିଳାସପୁର ଜିଲ୍ଲାରେ ବର୍ଷା ମଧ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହିମାଚଳ ପ୍ରଦେଶର ବିଳାସପୁରରେ ମାରୋଟାନରୁ ଘୁମାରୱିନ୍ ଯାଉଥିବା ସନ୍ତୋଷୀ ଘରୋଇ ବସ୍‌ ଉପରେ ଶୁକ୍ରା ଖାଡ୍ କୂଳରେ ବାର୍ଥିର ଭାଲୁ ସେତୁ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ରୁ ଭଗ୍ନାବଶେଷ ଖସି
Read More...

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ମାଡ ଉଦ୍ୟମ କରିଥିବା ଓକିଲଙ୍କ ଲାଇସେନ୍ସ ରଦ୍ଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି।ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରିଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ।
Read More...

ଏସଆଇ ପରୀକ୍ଷା ଜାଲିଆତି; ଆଉ ଜଣେ ଅଭିଯୁକ୍ତ ଗିରଫ

ଚାନ୍ଦିପୁର: ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ନିଯୁକ୍ତି ଜାଲିଆତି ଘଟଣାରେ ଆଉ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଅଭିଯୁକ୍ତ ହେଲେ ସଦର ବ୍ଲକ ଚାନ୍ଦିପୁର ଥାନା ତପସ୍ବୀ ଗ୍ରାମର ଯୁବକ ଚନ୍ଦନ ମଲ୍ଲିକ। ସେ ଜଣେ ଯୁବନେତା ଓ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା
Read More...

ନଭେମ୍ବର ୬ ଓ ୧୧ରେ ହେବ ବିହାର ନିର୍ବାଚନ, ୧୪ରେ ଫଳାଫଳ

ବିହାର: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ୨୪୩ ବିଧାନସଭା ଆସନ ପାଇଁ ଭୋଟ୍ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ
Read More...

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ସାଇନସେସ୍ (ଆଇବିସିଏସ୍‌) ଏବଂ ବିଶ୍ୱବିଦ୍ୟାଳୟର ଏନ୍‌ଏସଏସ୍ ଶାଖା ପକ୍ଷରୁ ସେପ୍ଟେମ୍ବର ମାସ ୨୭ ତାରିଖ ଦିନ ‘ସ୍ୱଚ୍ଛ ଭାରତ ଅଭିଯାନ’ ପରିପ୍ରେକ୍ଷୀରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ
Read More...

ଓଡ଼ିଶାରେ ପ୍ରଥମ ଥର ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି…

ଭୁବନେଶ୍ୱର: ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ -୨, ଫୁଲନଖରା । ରାଜ୍ୟରେ ପ୍ରଥମ ଥର ପାଇଁ ସମ ହସ୍ପିଟାଲ-୨ରେ ଏଣ୍ଡୋବ୍ରୋଙ୍କିଆଲ୍ ଅଲ୍‌ଟ୍ରାସାଉଣ୍ଡ (ଇବିୟୁଏସ)- ଗାଇଡେଡ
Read More...

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା ହେବ। ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବର-କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Read More...