ଆଇଏଏସ ମନୋଜ କୁମାର ମହାନ୍ତି ଓପିଏସସି ସଦସ୍ୟ ନିଯୁକ୍ତ
ଭୁବନେଶ୍ବର: ଓଡ଼ିଶା ସରକାର ଗୁରୁବାର ଦିନ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ଆଇଏଏସ ଅଧିକାରୀ (ଅବସରପ୍ରାପ୍ତ) ମନୋଜ କୁମାର ମହାନ୍ତିଙ୍କୁ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି!-->…
Read More...
Read More...