ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଭୁବନେଶ୍ୱରରେ ଦୁଇ ଲୁଟେରାଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ବର: ରାଜଧାନୀରେ ଡବଲ୍ ଏନକାଉଣ୍ଟର। ଦୁଇ କୁଖ୍ୟାତ ଲୁଟେରାଙ୍କୁ ଏନକାଉଣ୍ଟର କରିଛି କମିଶନରେଟ୍ ପୋଲିସ। ପୋଲିସର ଏନକାଉଣ୍ଟରରେ ଦୁଇ ବିହାରୀ ଲୁଟେରା ଆହତ। ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ରାତିରେ
Read More...

ଭେଟେରାନ ଅଭିନେତା ମନୋଜ କୁମାରଙ୍କ ପରଲୋକ

ମୁମ୍ବାଇ: ପ୍ରସିଦ୍ଧ ଭେଟେରାନ ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାରଙ୍କ ପରଲୋକ ହୋଇଛି। ୮୭ ବର୍ଷ ବୟସରେ ମୁମ୍ବାଇସ୍ଥିତ କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନୋଜ କୁମାରଙ୍କ ଶେଷକୃତ୍ୟ ଆସନ୍ତାକାଲି
Read More...

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ଛତିଶଗଡ଼: ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ। ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର
Read More...

ନାସା ଅଭିଯାନରେ ମହାକାଶକୁ ଯାଇ ଇତିହାସ ରଚିବେ ଶୁଭାଂଶୁ ଶୁକ୍ଳା

ଆମେରିକା: ଭାରତ ମହାକାଶ କ୍ଷେତ୍ରରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛି। ୱିଙ୍ଗ କମାଣ୍ଡର ରାକେଶ ଶର୍ମାଙ୍କ ପରେ ମହାକାଶ ଯିବାପାଇଁ ଦ୍ଵିତୀୟ ସୁଯୋଗ ପାଇଛନ୍ତି ଭାରତର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା Axiom Mission 4 (Ax-4) ଅନ୍ତର୍ଗତ
Read More...

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା: ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା। ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ ରଖିଛନ୍ତି ସୁପ୍ରିମକୋର୍ଟ। ଶିକ୍ଷକ ଏବଂ ଅଣଶିକ୍ଷକ ନିଯୁକ୍ତିରେ ଅନିୟମିତତା ଦର୍ଶାଇ କୋଲକାତା ହାଇକୋର୍ଟ ଏହାକୁ ରଦ୍ଦ
Read More...

ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ଗୁରୁତର

ତାଳଚେର: ତାଳଚେରର ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର। ଏହି ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତରହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଆଜି ତାଳଚେର ଏବଂ ଅନୁଗୁଳ
Read More...

‘ଓଡ଼ିଆ ପକ୍ଷ’ ତୃତୀୟ ଦିବସରେ ସରକାରୀ କର୍ମଚାରୀ ପିନ୍ଧିଲେ ହସ୍ତତନ୍ତ ପୋଷାକ

ଭୁବନେଶ୍ବର: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଆଜି (ଗୁରୁବାର) ହସ୍ତତନ୍ତ ପୋଷାକ ପିନ୍ଧିବାକୁ ତାଙ୍କର କର୍ମଚାରୀ ଏବଂ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଗୁରୁବାର ଦିନ ଓଡ଼ିଆ ପକ୍ଷର ତୃତୀୟ ଦିନରେ
Read More...

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି

ନୂଆଦିଲ୍ଲୀ: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା। ସୁପ୍ରିମକୋର୍ଟର ବିଚାରପତିମାନେ ଏପ୍ରିଲ ୩ ତାରିଖରେ କାର୍ଯ୍ୟଭାର ଗ୍ରହଣ କରିବା ସମୟରେ ସର୍ବୋଚ୍ଚ ନ୍ୟାୟାଳୟର ୱେବସାଇଟରେ ସେମାନଙ୍କର ସମ୍ପତ୍ତି ସାର୍ବଜନୀନ ଭାବରେ ଘୋଷଣା କରିବାକୁ
Read More...

ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ ଦାସ

ଭୁବନେଶ୍ବର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ
Read More...

କେମିତି ରହିବ ଆସନ୍ତା ତିନି ଦିନ ର ପାଣିପାଗ ?

ଭୁବନେଶ୍ବର: ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ରୁ ଆଦ୍ର ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ପ୍ରବାହ ହେବା ଯୋଗୁଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ମୁଖ୍ୟତଃ ଅପରାହ୍ନ ସମୟ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ
Read More...