ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ

ଭୁବନେଶ୍ବର: ଦୀର୍ଘ ଦିନ ଧରି ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ବିଜୁ ଜନତା ଦଳ (ବିଜେଡି)ରେ ସାମିଲ ହୋଇଛନ୍ତି ସୁଜାତା ଆର୍ କାର୍ତ୍ତିକେୟନ। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ
Read More...

ପାଠ୍ୟପୁସ୍ତକ ତ୍ରୁଟି ମାମଲାର ତଦନ୍ତ ଶେଷ

ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ଶହଶହ ତ୍ରୁଟି ଘଟଣାକୁ ନେଇ ଗଠିତ ଉଚ୍ଚସ୍ତରୀୟ ତଦନ୍ତ କମିଟି ନିଜର ଯାଞ୍ଚ ପ୍ରକ୍ରିୟା ଶେଷ କରିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କ ନେତୃତ୍ୱରେ ଗଠିତ ତିନିଜଣିଆ କମିଟି ୭
Read More...

ଘୋଷଣା ହେଲା ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

‘ପୁଷ୍କରା’, ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’ ଓ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୁରୁବାର ଏହି ପୁରସ୍କାର ଘୋଷଣା କରିଛନ୍ତି। ୨୦୨୩ ବର୍ଷ
Read More...

ଗୋଟିଏ ଦିନରେ ଓଟିଇଟି ଓ ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷା

ଭୁବନେଶ୍ବର: ଜୁନ୍ ୨୮ ତାରିଖରେ ଓଡ଼ିଶାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାମୂଳକ ପରୀକ୍ଷା ଏକାସାଙ୍ଗରେ ହେବାକୁ ଥିବାରୁ ହଜାର ହଜାର ପରୀକ୍ଷାର୍ଥୀ ଚିନ୍ତାରେ ପଡ଼ିଛନ୍ତି। ସେହିଦିନ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ସହିତ ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ଆର୍‌ଆଇ, ଏଆର୍‌ଆଇ,
Read More...

ଲକ୍ଷ୍ନୌ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳର ପୁରନିଆ ସ୍ଥିତ ଏକ କୋଚିଂ ସେଣ୍ଟର ଓ ବାଣିଜ୍ୟିକ କୋଠାରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଅତି କମରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।
Read More...

୪୦% ବଢ଼ିଲା କଲ୍ୟାଣ ସହାୟତା ରାଶି

ଭୁବନେଶ୍ବର: ରାଜ୍ୟର ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା ଦେହାନ୍ତ କ୍ଷେତ୍ରରେ ଆଇନଜୀବୀ ଓ ସେମାନଙ୍କ ପରିବାରକୁ ମିଳୁଥିବା ସହାୟତା ରାଶିକୁ ୪୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ନିଷ୍ପତ୍ତି
Read More...

ପ୍ରକାଶ ପାଇଲା +୩ ନାମଲେଖାର ପ୍ରଥମ ମେଧା ତାଲିକା

ଭୁବନେଶ୍ବର: ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକ (+୩) ପାଠ୍ୟକ୍ରମର ଫେଜ୍-୧ ନାମଲେଖାର ପ୍ରଥମ ମେଧା ତାଲିକା ସୋମବାର ପ୍ରକାଶ ପାଇଛି। ଏହି ତାଲିକାରେ ରାଜ୍ୟର ୧ ଲକ୍ଷ ୭୮ ହଜାର ୭୮୨ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। ରାଜ୍ୟର ବିଭିନ୍ନ ଉଚ୍ଚଶିକ୍ଷାନୁଷ୍ଠାନରେ ମୋଟ ୨
Read More...

ଅଳ୍ପକେ ବର୍ତ୍ତିଲେ ସ୍ୱାସ୍ଥ୍ୟମନ୍ତ୍ରୀ

କେନ୍ଦୁଝର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଗୁରୁବାର କେନ୍ଦୁଝର ଜିଲ୍ଲାର ତେଲକୋଇ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସୌଭାଗ୍ୟବଶତଃ ମନ୍ତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ବେଳେ କାହାରି ଗୁରୁତର ଆହତ ହେବାର ସୂଚନା ମିଳିନାହିଁ। ସୂଚନା ଅନୁସାରେ,
Read More...

ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସକାଳୁଆ ସ୍କୁଲ ବ୍ୟବସ୍ଥା ଘୋଷଣା କରିଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜୁନ୍ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ
Read More...

ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ

ଭୁବନେଶ୍ବର: ଭୁବନେଶ୍ୱରର ୟୁନିଟ୍-୧ ହାଟରେ ଗତ ୫ ମାସ ମଧ୍ୟରେ ଦୁଇଥର ଅଗ୍ନିକାଣ୍ଡ ଘଟି ପ୍ରାୟ ୮୦ରୁ ଅଧିକ ଦୋକାନ ପୋଡ଼ିଯିବା ପରେ ବଡ଼ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। ହାଟ ଭିତରେ ଭବିଷ୍ୟତରେ ଅଗ୍ନିକାଣ୍ଡକୁ ରୋକିବା ଏବଂ କ୍ଷୟକ୍ଷତି କମାଇବା ପାଇଁ ଏକ ଅତ୍ୟାଧୁନିକ
Read More...