ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଫେବୃଆରୀ ୧୭ରୁ ସିବିଏସ୍‌ଇ ପରୀକ୍ଷା

ନୂଆ ଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି। ଫେବୃଆରୀ ୧୭ ତାରିଖରୁ ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଆରମ୍ଭ ହେବ। ଏ ନେଇ ସିବିଏସଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ପରୀକ୍ଷାର ୧୧୦ ଦିନ ପୂର୍ବରୁ
Read More...

ଖୁବଶୀଘ୍ର ଲାଗୁ ହେବ ୱାନ୍‌ ନେସନ ୱାନ୍‌ ପୁଲିସ ୟୁନିଫର୍ମ ପଲିସି

ନୂଆ ଦିଲ୍ଲୀ: ଖୁବଶୀଘ୍ର ୱାନ୍ ନେସନ୍ ୱାନ୍ ପୋଲିସ ୟୁନିଫର୍ମ ପଲିସି ଆପଣେଇବ ସାରା ଦେଶ। ଦେଶରେ ଏଣିକି ଲାଗୁ ହେବ ପୋଲିସମାନଙ୍କ ଗୋଟିଏ ପ୍ରକାରର ୟୁନିଫର୍ମ। ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ। ଭିନ୍ନ ଭିନ୍ନ ରାଜ୍ୟରେ ଆଉ ଭିନ୍ନ ଭିନ୍ନ
Read More...

ଉତ୍ତର ପ୍ରଦେଶରେ ଭୟଙ୍କର ଡଙ୍ଗାବୁଡି ଦୁର୍ଘଟଣା, ୨ ମୃତ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ବହରାଇଚରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୁଜୌଲି ଥାନାର କଟାର୍ନିଆଘାଟର ଟ୍ରାନ୍ସ-ଗେରୁଆ ଜଙ୍ଗଲରେ ନିକଟରେ ନଦୀରେ ଯାତ୍ରୀଭର୍ତ୍ତି ଏକ ଡଙ୍ଗା ବୁଡ଼ି ଯାଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୪ ଜଣଙ୍କୁ ଜୀବନ୍ତ ଉଦ୍ଧାର
Read More...

ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ

ଭୁବନେଶ୍ୱର: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଛି। ଶଙ୍କର ପରିଡ଼ା ଅତୀତରେ
Read More...

ବିଦ୍ୟୁତ ଖୁଣ୍ଟ ପଡି ନବମ ଶ୍ରେଣୀ ଛାତ୍ର ଗୁରୁତର

ସୋର: ସୋର ବ୍ଲକ ସରଶଙ୍ଖ ଗାଁରେ ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମୃତକ ଜଣକ ହେଲେ ନବମ ଶ୍ରେଣୀ ଛାତ୍ର ଦେବାଶିଷ ବେହେରା ସୂଚନା ଅନୁସାରେ ଆଜି ସକାଳେ ଦେବାଶିଷ ଅନ୍ୟ ସହପାଠୀଙ୍କ
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ସୋଫଲ୍ ମାଳା’ର ଚତୁର୍ଥ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ୱର: ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ନେଇ ବିବିଧ ପ୍ରସଙ୍ଗରେ ଆୟୋଜିତ ଶିକ୍ଷା ଓ ଅନୁସନ୍ଧାନ ପାକ୍ଷିକ ଶୈକ୍ଷିକ ବକ୍ତୃତାମାଳା ସୋଆ ଫର୍ଟନାଇଟଲି ଏକାଡେମିକ ଲେକ୍‌ଚର ସିରିଜ (ସୋଫଲ୍‌)ର ଚତୁର୍ଥ ସଂସ୍କରଣ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ
Read More...

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ। ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ। ଏନେଇ ସୂଚନା
Read More...

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅମ୍ବାଲା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ରାଫାଲ ଯୁଦ୍ଧ ବିମାନ ଉଡ଼ାଇ ଇତିହାସ ରଚିଛନ୍ତି। ଆଜି ଅମ୍ବାଲା ଏୟାରବେସରେ ଭାରତର ସବୁଠୁ ଶକ୍ତିଶାଳୀ ଯୁଦ୍ଧ ବିମାନ ରାଫେଲ୍ ଉଡ଼ାଇଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି ଏହି ବିମାନ ଉଡାଇ ଭାରତୀୟ ବାୟୁସେନା ଏବଂ ସମଗ୍ର ଦେଶକୁ
Read More...

ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅକ୍ଟୋବର ୨୮ରେ
Read More...

ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ହରିୟାଣା: ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହରିୟାଣାର ଅମ୍ବାଲା ବାୟୁସେନା ଘାଟିରୁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରିବେ। ମଙ୍ଗଳବାର ଦିନ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି, “ରାଷ୍ଟ୍ରପତି
Read More...