ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର
ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ!-->…
Read More...
Read More...