ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃବିୟୋଗ
ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି। ୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।
ମିଳିଥିବା ସୂଚନା ଅନୁସାରେ ଲୋଭାବତୀ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ କଟକରେ ଏକ!-->!-->!-->…
Read More...
Read More...