ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

କାଠଯୋଡ଼ିରେ ବୁଡି ଜଣେ ଇଞ୍ଜିନିୟର ମୃତ; ଆଉ ଜଣେ ନିଖୋଜ

କଟକ: କଟକ କାଠଯୋଡିରେ ଅଘଟଣ। ନଦୀରେ ବୁଡି ଜଣେ ଇଞ୍ଜିନିୟର ମୃତ ହୋଇଥିବା ବେଳେ ଆଉ ଜଣେ ଇଞ୍ଜିନିୟର ବୁଡ଼ି ନିଖୋଜ ରହିଛନ୍ତି। କଟକର ସିଡିଏ- ୧୦ ବୀରେନ ମିତ୍ର ପାର୍କ ନିକଟରେ ନିକଟରେ ଘଟିଛି ଏହି ଘଟଣା। ଏହି ଦୁଇ ଜଣ ଯୁବକ ଏଲ୍ଏଣ୍ଡଟି କମ୍ପାନୀରେ କାମ କରୁଥିଲେ। ଏସସିବି ମେଡିକାଲ
Read More...

ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ଚୁକ୍ତି ବାତିଲ୍ କଲା ଆଇଆଇଟି ବମ୍ବେ

ମୁମ୍ବାଇ: ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ସଂପର୍କ ଛିନ୍ନ କରିଛି ଆଇଆଇଟି ବମ୍ବେ। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଆଇଆଇଟି ବମ୍ବେ ଏନେଇ ବଡ଼ ନିଷ୍ପତ୍ତି ନେଇଛି। ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ହୋଇଥିବା ଚୁକ୍ତି ବାତିଲ୍ କଲା। ଆଇଆଇଟି ବମ୍ବେ ପକ୍ଷରୁ ସ୍ପଷ୍ଟ କରାଯାଇଛି
Read More...

ନିଜର ପଦ ଫେରିପାଇଲେ ଆକାଶ ଆନନ୍ଦ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ପୁଣିଥରେ ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ମୁଖ୍ୟ ଜାତୀୟ ସଂଯୋଜକ କରିଛନ୍ତି। ଆକାଶ ଆନନ୍ଦ ଦଳରେ ତାଙ୍କର ପ୍ରତିଷ୍ଠା ଏବଂ ସ୍ଥାନ ଫେରି ପାଇଛନ୍ତି। ଆଜି ଦଳର ଅନେକ ବରିଷ୍ଠ ନେତାଙ୍କ ଏକ ବୈଠକରେ ମାୟାବତୀ
Read More...

ପାକ୍‌ ଗୁପ୍ତଚର ଜ୍ୟୋତି ଲିଙ୍କ୍‌ରେ ପୁରୀ ଯୁବତୀ

ଭୁବନେଶ୍ବର: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରିବା ଅଭିଯୋଗରେ ହରିୟାଣା ପୁଲିସ ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଶନିବାର ହିସାରରୁ ଗିରଫ କରିଥିଲା। ଜ୍ୟୋତି ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ପାଇଁ କାମ କରୁଥିଲେ। ସେ ବିଭିନ୍ନ ସମୟରେ ପାକିସ୍ତାନ ଗସ୍ତ କରିଥିବାବେଳେ
Read More...

ନିଖୋଜ ସିଆରପିଏଫ୍ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର: ଗତ ଶୁକ୍ରବାର ଦିନରୁ ନିଖୋଜ ଥିବା ଜଣେ ସିଆରପିଏଫ୍ ଯବାନଙ୍କ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ବଲାଙ୍ଗୀରର ଲରମ୍ଭା ଥାନା ଅନ୍ତର୍ଗତ ଘାସିଆନ ଗାଁ ନିକଟ ଏକ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଗଣେଶରାମ ଭୋଇ ହୋଇଥିବା ବେଳେ ସେ କିଛି ଦିନ
Read More...

ହାଇଦ୍ରାବାଦରେ ଅଗ୍ନିକାଣ୍ଡ, ୧୭ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ
Read More...

ଯୁଦ୍ଧବିରତିର କୌଣସି ର୍ନିଦ୍ଦିଷ୍ଟ ସମୟସୀମା ନାହିଁ

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ମେ ୧୦ରେ ହୋଇଥିବା ଯୁଦ୍ଧବିରତି ଚୁକ୍ତି ଜାରି ରହିବ ବୋଲି ଭାରତୀୟ ସେନା ସ୍ପଷ୍ଟ କରିଛି। ଏହି ଯୁଦ୍ଧବିରତିର କୌଣସି ର୍ନିଦ୍ଦିଷ୍ଟ ସମୟସୀମା ନାହିଁ ଏବଂ ଏହା ଅର୍ନିଦ୍ଦିଷ୍ଟ କାଳ ପାଇଁ ବଳବତ୍ତର ରହିବ। ଭାରତୀୟ ସେନା କହିଛି ଯେ, ମେ ୧୨ରେ ଉଭୟ
Read More...

ବସ୍ କୁ ଧକ୍କା ଦେଲା ବସ୍‌; ଜଣେ ମୃତ

ଆର.ଉଦୟଗିରି: ବସକୁ ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର ଗ୍ରାମର ସଞ୍ଜୟ ବଡ଼ ରଇତ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଏକ ବାଇକ ଯୋଗେ ସଞ୍ଜୟ
Read More...

ଆମ ଆଦମୀ ପାର୍ଟିର ୧୩ କାଉନସିଲର ଦେଲେ ଇସ୍ତଫା

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା। ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୩ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ହେମଚନ୍ଦ୍ର ଗୋୟଲଙ୍କ ନେତୃତ୍ୱରେ ଏକ ତୃତୀୟ ସାମ୍ମୁଖ୍ୟ ଦଳ ଗଠନ ହେବାକୁ ଯାଉଛି। ସମସ୍ତ ପୌର ପରିଷଦ ସଦସ୍ୟ ଇସ୍ତଫା ଦେଇ ‘ଇନ୍ଦ୍ରପ୍ରସ୍ଥ
Read More...

ପାକିସ୍ତାନ ପାଇଁ ଗୁପ୍ତଚର କାମ କରି ମହିଳା ୟୁଟ୍ୟୁବର ଗିରଫ

ହରିୟାଣା: ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ଜଣେ ମହିଳା ୟୁଟ୍ୟୁବର ଗିରଫ ହୋଇଛନ୍ତି। ସେ ହେଲେ ଜ୍ୟୋତି ମାଲହୋତ୍ରା। ହରିୟାଣାର ହିସାରରୁ ସିଭିଲ ଲାଇନ୍ସ ପୁଲିସ ତାଙ୍କୁ ଗିରଫ କରିଛି। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହିତ ଜ୍ୟୋତି ନିୟମିତ ଯୋଗସୂତ୍ର ରକ୍ଷା କରିବା ସହିତ ଭାରତ
Read More...