ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ପାଣିରେ ବୁଡି ୫ ବର୍ଷର ଶିଶୁକନ୍ୟା ମୃତ

କନ୍ଧମାଳ: ଗାଧୋଇବାକୁ ଯାଇ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ କାବର ଗାଁ ବନ୍ଧରେ ଏହି ଅଘଟଣ ଘଟିଛି। ସୂଚନା ମୁତାବକ ଲୋଚନ ସାହୁଙ୍କ ଝିଅ ଅମ୍ରିତା ସାହୁ (୫ ବର୍ଷ) ସାଙ୍ଗ ମେଳରେ ଘର ନିକଟସ୍ତ ପୋଖରୀକୁ ଶନିବାର ସକାଳ ଗାଧୋଇବାକୁ
Read More...

ଡିଭାଇଡରରେ ପିଟି ହୋଇ ଓଲଟିଲା ବୋଲେରୋ

ଧାମରା: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମୁଝାଡ଼ି ଧାମରା ରାସ୍ତାର ବେତଡ଼ା ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟି ରାସ୍ତାକଡ଼ ନୟନଜୋରୀକୁ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୩ ଛୋଟ ପିଲାଙ୍କ ସମେତ ୧୨ ଜଣ ଗୁରୁତର ହୋଇଛନ୍ତି।
Read More...

ଯାଜପୁରରେ ଟାଟା କରିବ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ

ଯାଜପୁର; ଯାଜପୁରରେ ଟାଟା କରିବ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ ଯାଜପୁର ଜିଲ୍ଲାରେ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ କରିବ ଟାଟା । ଏ ନେଇ ସୂଚନା ଦେଇଛନ୍ତି, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଚଳିତ ମାସ ୨୨ ତାରିଖରେ ଯାଜପୁର ଜିଲ୍ଲାର କଳିଙ୍ଗ ନଗର ଠାରେ ସମୁଦାୟ ୧ ଲକ୍ଷ ୧୪ ହଜାର ୮ ଶହ
Read More...

ବଜ୍ରାଘାତରେ ରାଜ୍ୟରେ ୧୪ ମୃତ, ଅନେକ ଆହତ

କୋରାପୁଟ: ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ଗଞ୍ଜାମରେ ୨ଜଣ, ଯାଜପୁରରେ ୨ ଜଣ ଓ ଗଜପତିରେ ଜଣଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଥିବା
Read More...

ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ

କଟକ: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନ ଖାରଜ। ଆଜି ତାଙ୍କ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏହାସହ ରାଜାର ୩ ସହଯୋଗୀଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଦେଇଛନ୍ତି ହାଇକୋର୍ଟ। ଏହି ମାମଲାରେ ୫ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ
Read More...

ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ

ଭୁବନେଶ୍ବର: ରାଜ୍ୟ ସରକାର ଖୁବଶୀଘ୍ର ୧୫ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଭାଇସ୍‌ଚାନ୍ସଲର(ଭିସି)ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଯାଉଛନ୍ତି। ଏଥିସହିତ କଲେଜଗୁଡ଼ିକରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ମଧ୍ୟ ପୂରଣ ହେବ। ନିଯୁକ୍ତି ଉପରେ ଲାଗିଥିବା ପୂର୍ବ
Read More...

ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ

ଲଣ୍ଡନ: ଗୁରୁବାର ଲଣ୍ଡନର କିଙ୍ଗସ ବେଞ୍ଚ ଡିଭିଜନର ହାଇକୋର୍ଟ ଅଫ୍ ଜଷ୍ଟିସ୍ ନୀରବ ମୋଦିଙ୍କ ସଦ୍ୟତମ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଜେଲରୁ ବାହାରକୁ ଯିବା ପାଇଁ ନୀରବ ମୋଦି ଏହି ଆବେଦନ କରିଥିଲେ, କିନ୍ତୁ କୋର୍ଟରେ ସିବିଆଇର ଦୃଢ଼ ଯୁକ୍ତି ଯୋଗୁଁ ତାଙ୍କୁ ଆଶ୍ୱସ୍ତି ମିଳିଲା ନାହିଁ।
Read More...

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ

କଟକ: ୨୦୨୫ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ସୁଯୋଗ
Read More...

ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଓଡ଼ିଶା ସରକାର ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଚାଷୀମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ
Read More...

ରାଜ୍ୟ କ୍ୟାବିନେଟରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଆଜି ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏହି ସଂରକ୍ଷଣ ନୀତି ଚଳିତ ଶିକ୍ଷା ବର୍ଷରୁ ରାଜ୍ୟର ସବୁ
Read More...