ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ

ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାରେ ଏନକାଉଣ୍ଟର। ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଘଟି ଦୁଇ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରେ ଟପ୍ ମାଓନେତା ପାପା ରାଓ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଏବେ ମଧ୍ୟ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି
Read More...

୨୪ରୁ ବଡ଼ିବନି ଘରୋଇ ବସ୍‌

ଭୁବନେଶ୍ବର: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ କରିବାକୁ ଘରୋଇ ବସ ମାଲିକ ସଂଘ ଦାବି କରିଛନ୍ତି। ଆସନ୍ତା ୨୩ ତାରିଖ
Read More...

ଭାଜପା ଜାତୀୟ ସଭାପତି ପାଇଁ ଘୋଷଣା ହେଲା ନିର୍ବାଚନ ତାରିଖ

ନୂଆଦିଲ୍ଲୀ; ଭାରତୀୟ ଜନତା ପାର୍ଟି (ବିଜେପି) ଦଳ ଏହାର ଜାତୀୟ ସଭାପତି ପଦ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛି। ଜାନୁଆରୀ ୧୯ ତାରିଖରେ ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ଜାନୁଆରୀ ୨୦ ତାରିଖରେ ନୂଆ ସଭାପତିଙ୍କ ନାମ ଆନୁଷ୍ଠାନିକ ଭାବରେ ଘୋଷଣା କରାଯିବ। ବିଜେପି ପକ୍ଷରୁ ନୀତିନ
Read More...

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ବୀର କିଶୋର ସରାପଙ୍କ ପରଲୋକ

ଭୁବ‌ନେଶ୍ବର: ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପ। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି
Read More...

ଇରାନ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ, ଜାରି ହେଲା ହେଲ୍ପ ଲାଇନ୍ ନଂ

ନୂଆଦିଲ୍ଲୀ: ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଇରାନରେ ସରକାରୀ ବିରୋଧୀ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନରେ ମୃତ୍ୟୁ ସଂଖ୍ୟ ୨୫୦୦ ଅତିକ୍ରମ କଲାଣି।ଇରାନରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତାକୁ ଦେଖି ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଭାରତ ନିର୍ଦ୍ଦେଶନାମା
Read More...

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ

ଭୁବନେଶ୍ବର: ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ। ଓଡ଼ିଶା ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ଯାହା ଅନୁଯାୟୀ ବ୍ଲକ ସ୍ତରରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରାଯିବା ଆବଶ୍ୟକ। ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ
Read More...

ଉପାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ। ସେବାୟତଙ୍କ ବିବାଦ ଯୋଗୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ଗତକାଲି କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଉପୁଜିଥିଲା ଓ ନୀତି ବନ୍ଦ ରହିଥିଲା। ଠାକୁରଙ୍କ ଘୃତକମ୍ବଳ ନୀତି
Read More...

କେନ୍ଦ୍ର ମନ୍ତ୍ରୀଙ୍କ ଘରେ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଏଲ. ମୁରୁଗାନଙ୍କ ବାସଭବନକୁ ଯାଇ ସମସ୍ତ ରୀତିନୀତି ସହିତ ପୂଜା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏହି ପର୍ବ ଅବସରରେ ତାମିଲ ରୀତି ଅନୁସାରେ ପୂଜା
Read More...

ଝାରସୁଗୁଡ଼଼ା ରେଳ ଷ୍ଟେସନରେ ଅଗ୍ନିକାଣ୍ଡ

ଝାରସୁଗୁଡ଼ା: ଝାରସୁଗୁଡ଼ା ମୁଖ୍ୟ ରେଲୱେ ଷ୍ଟେଶନରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଇନକ୍ବେରୀ କାଉଣ୍ଟର, ଷ୍ଟେସନ ମ୍ୟାନେଜର-୨ କ୍ୟାବିନକୁ ଲାଗି ରହିଥିବା ସିଗନାଲ କ୍ୟାବିନରେ ନିଆଁ ଲାଗି ଧୂଆଁମୟ ହୋଇଯାଇଛି
Read More...

ଆସନ୍ତା ୧୯ ତାରିଖରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

ଭୁବନେଶ୍ୱର, ଜାନୁଆରୀ ୧୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ପ୍ରଥମ ସୋଆ ପୁଷ୍ପ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ ଜାନୁଆରୀ ୧୯ ଓ ୨୦ ତାରିଖରେ
Read More...