ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ
ଭୁବନେଶ୍ବର: ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ!-->…
Read More...
Read More...