ବଢିଲା ବିଡିଓଙ୍କ ଆର୍ଥିକ କ୍ଷମତା
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ବଢିଲା ବିଡିଓଙ୍କ କ୍ଷମତା। ବିଡିଓଙ୍କ ଆର୍ଥିକ କ୍ଷମତାକୁ ବଢାଇଲେ ରାଜ୍ୟ ସରକାର। ଏ ନେଇ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ପଞ୍ଚାୟତ ସମିତି କାର୍ଯ୍ୟର ବିଲ୍ ପାସ୍ ପାଇଁ ବିଡିଓଙ୍କ ଆର୍ଥିକ କ୍ଷମତା ୨ରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି!-->…
Read More...
Read More...