ରେଖା ଗୁପ୍ତା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା। ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଘୋଷଣା କଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ପରେ କରାଯାଇଛି ଏହି ଘୋଷଣା। ସେ ଆସନ୍ତାକାଲି ଐତିହାସିକ ରାମଲୀଲା ମୈଦାନରେ!-->…
Read More...
Read More...