ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ପ୍ରଫେସର ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

ଭୁବନେଶ୍ୱର, ଜାନୁଆରୀ ୧୨: ବିଶିଷ୍ଟ ଶିକ୍ଷାବିତ୍‌, ଗବେଷକ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପଦାର୍ଥ ବିଜ୍ଞାନ ବିଭାଗର ପ୍ରଫେସର ଆର୍‌. ଏନ୍‌. ପି. ଚୌଧରୀଙ୍କ ରବିବାର ପରଲୋକ ହୋଇଯାଇଛି। ସେ ଦୀର୍ଘ
Read More...

ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼

ନୂଆଦିଲ୍ଲୀ: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସୋମବାର ସ୍ଵାସ୍ଥ୍ୟ ବିଗିଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଜଗଦୀପ ଧନଖଡ଼ ଗତ ସପ୍ତାହରେ ଦୁଇଥର ଅଚେତ ହୋଇଯିବା ପରେ ସୋମବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଜାନୁଆରୀ ୧୦ ତାରିଖରେ
Read More...

ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ସୋଲାନ ଜିଲ୍ଲାର ଆର୍କି ବଜାରରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗତକାଲି ରାତି ପ୍ରାୟ ୧ଟା ସମୟରେ ସୋଲାନର ଅର୍କି ବଜାରରେ ନିଆଁ ଲାଗିଯାଇଛି। ଫଳରେ ଅନେକ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଜଣେ ୮ ବର୍ଷର ଶିଶୁର ମୃତ୍ୟୁ
Read More...

ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭୁବନେଶ୍ବର: ଆଜି ନୂଆ ଲୋକ ସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୋଟିଏ ସ୍ଥାନରେ ରହିବ ଲୋକ ସେବା ଭବନ ଏବଂ ନୂଆ ବିଧାନସଭା। ୩ ହଜାର ୬୨୩ କୋଟି ଖର୍ଚ୍ଚ କରିବେ ସରକାର। ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଲୋକସେବା ଭବନ ଏବଂ
Read More...

ବଢିବ ବିଧାନସଭା ସିଟ୍‌

ଭୁବନେଶ୍ବର: ଖୁବଶିଘ୍ର ବଢିପାରେ ବିଧାନସଭା ସିଟ୍ ସଂଖ୍ୟା। ଓଡ଼ିଶା ବିଧାନସଭା ସୀମା ପୁନଃ ନିର୍ଦ୍ଧାରଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି। ଓଡ଼ିଶାରେ ନୂଆ ବିଧାନସଭା ଏବଂ ନୂଆ ଲୋକସେବା ଭବନ ନିର୍ମାଣ ହେବ। ବିଧାନସଭାରେ ଆଉ ୫୦ଟି ସିଟ ବଢିପାରେ। ଏବେ ୧୪୭ଟି ଅଛି
Read More...

ରାସ୍ତାରୁ ବାଲି ହଟାଇବା ପାଇଁ ତାଗିଦ କଲେ ପରିବହନ ଆୟୁକ୍ତ

ଭୁବନେଶ୍ଵର: ରାସ୍ତାରୁ ବାଲି ହଟାଇବା ପାଇଁ କଡା ତାଗିଦ କଲେ ପରିବହନ ଆୟୁକ୍ତ। ଏନଏଚ ସହ ଅନ୍ୟାନ୍ୟ ଅଧିକାରୀଙ୍କୁ ରାସ୍ତାରୁ ବାଲି ହଟାଇବାକୁ ଚିଠି ଲେଖିଲେ ଆୟୁକ୍ତ। ନିକଟ ଅତୀତରେ ମର୍ମନ୍ତୁଦ ସଡକ ଦୁର୍ଘଟଣାକୁ ନେଇ ଉଦବେଗ ଜଣାଇଛନ୍ତି ଆୟୁକ୍ତ। ସେ ଚିଠିରେ ଉଲ୍ଲେଖ କରିଛନ୍ତି ରାସ୍ତା ସଫା
Read More...

ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ: ଏକାମ୍ର ବିଧାୟକ

ଭୁବନେଶ୍ଵର: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କଡା ତାଗିଦ କଲେ କାମ୍ର ବିଧାୟକ ବାବୁ ସିଂ। ସେ କହିଛନ୍ତି ଖଣ୍ଡଗିରି ମେଳାର ଯାତ୍ରା ପେଣ୍ଡାଲ ଉପରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ। ପୂର୍ବ ବର୍ଷ ଯେଉଁଭଳି ଭାବରେ ଖଣ୍ଡଗିରି ପେଣ୍ଡାଲରୁ ଅଶ୍ଲୀଳ
Read More...

ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ଝାରସୁଗୁଡ଼ା: ଝାରସୁଗୁଡ଼ାର ବେଲପାହାଡ଼ ଲେଭଲ୍ କ୍ରସିଂ ନିକଟରେ ରବିବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନର ତିନୋଟି ୱାଗନ୍ ଲାଇନଚ୍ୟୁତ ହୋଇଯାଇଛି। ଯାହାଫଳରେ ରେଳ ସେବା ଆଂଶିକ ଭାବରେ ବାଧାପ୍ରାପ୍ତ ହୋଇଛି। ତେବେ ସନ୍ଧ୍ୟା ପ୍ରାୟ ୫ଟା ୩୦ମି. ସମୟରେ ହାଓଡ଼ା-ନାଗପୁର ରେଳପଥରେ
Read More...

ସମ୍ବଲପୁରରେ ମେଗା ପାନୀୟ ଜଳ ପ୍ରକଳ୍ପ ଶିଳାନ୍ୟାସ

ସମ୍ବଲପୁର: ସମ୍ବଲପୁର ସହରବାସୀ ପାଇବେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ। ରାଜକୋଷରୁ ୪୫୧.୨୪ କୋଟି ଟଙ୍କା ବ୍ୟୟ ବରାଦରେ ନିର୍ମାଣ ହେବ ବୃହତ୍‌ ପାନୀୟ ଜଳ ପ୍ରକଳ୍ପ। ଆଜି(ରବିବାର) ସମ୍ବଲପୁର ସହର ଉପକଣ୍ଠ ଜମାଦାରପାଲି ସ୍ଥିତ ଟିପୁପଡା ଠାରେ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଶିଳାନ୍ୟାସ
Read More...

ପୁଣି ଆମ ବସରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ଵର: ଜଳିଗଲା ଆମ ବସ। ପୁଣି ଏକ ‘ଆମ ବସ୍’ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରବିବାର ଅପରାହ୍ନରେ ପଟିଆ ଛକ ନିକଟରେ ଥିବା ଆମ ବସ୍ ଡିପୋରେ ଚାର୍ଜିଂ ହେଉଥିବା ସମୟରେ ଏକ ଇଲେକ୍ଟ୍ରିକ୍ ବସରେ ହଠାତ୍ ନିଆଁ ଲାଗିଯାଇଥିଲା। ଲଗାତାର ଦୁଇ ଦିନରେ ଦୁଇଟି ବସ୍‌ରେ ଅଗ୍ନିକାଣ୍ଡ ଘଟଣା
Read More...