ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ନାମରେ ନାମିତ ହେବ ଫୁଲବାଣୀ ସରକାରୀ ମେଡିକାଲ କଲେଜ
କନ୍ଧମାଳ: କନ୍ଧମାଳର ପୂଜ୍ୟ ସନ୍ଥ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସ୍ମୃତିକୁ ଚିରସ୍ମରଣୀୟ କରିବା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରାଯିବ। କନ୍ଧମାଳର!-->…
Read More...
Read More...