ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରେମୁଣା: ବାଲେଶ୍ୱର ଜିଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ କାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ!-->…
Read More...
Read More...