ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’

ଆନ୍ଧ୍ରପ୍ରଦେଶ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ଓ ଆମେରିକୀୟ ସ୍ପେଶ ଏଜେନ୍ସି (ନାସା) ସଫଳତାର ସହିତ ଐତିହାସିକ ଲଞ୍ଚ ଭାବେ ଆଜି ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍ଚର ରାଡାର (NISAR) ଉପଗ୍ରହକୁ ଉତକ୍ଷେପଣ କରିଛି। ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀହରିକୋଟାର ସତୀଶ ଧୱନ ସ୍ପେଶ
Read More...

ଭୟଙ୍କର ଭୂମିକମ୍ପ ସାଙ୍ଗକୁ ସୁନାମୀ ଆତଙ୍କ

ରୁଷ: ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପ ଏତେ ଭୟଙ୍କର ଯେ ଯାହାର ଭିଡିଓ ଛାତି ଥରାଇ ଦେବ। ଯାହା ୨୦୧୧ ପରେ ହୋଇଥିବା ସବୁଠାରୁ ଭୟଙ୍କର ଭୂମିକମ୍ପ ବୋଲି କୁହାଯାଉଛି । ତେବେ ଆଜି ପ୍ରତ୍ୟୁଷରେ ରୁଷିଆର ପୂର୍ବ କାମଚଟକା
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆସିଛି ବଡ଼ ଖବର। ସ୍ପେସିଆଲ ଓଟିଇଟି ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ବଡ଼ ସଫଳତା । ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ। ଗିରଫ ହୋଇଥିବା ସମସ୍ତ ବୋର୍ଡର କର୍ମଚାରୀ। ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ
Read More...

ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ

ନୂଆଦିଲ୍ଲୀ; ଭାରତୀୟ ଡାକ ବିଭାଗ ଏହାର ୫୦ ବର୍ଷରୁ ଅଧିକ ପୁରୁଣା ପ୍ରତିଷ୍ଠିତ ସେବାକୁ ବନ୍ଦ କରିବା ଘୋଷଣା କରିଛି। ସେପ୍ଟେମ୍ବର ୧ ତାରିଖରୁ, ଭାରତୀୟ ଡାକ ବିଭାଗ ରେଜିଷ୍ଟର୍ଡ (ପଞ୍ଜିକୃତ ପୋଷ୍ଟ)କୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ଡାକ ବିଭାଗ। ଏହାସହ ଏହାକୁ ସ୍ପିଡ୍
Read More...

ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍‌

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ବଡ଼ ବସ ଦୁର୍ଘଟଣା। ଜମ୍ମୁ ଓ କଶ୍ମୀରର ଗାଣ୍ଡେରବଲ ଜିଲାରେ ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ଏକ ବସ ନଦୀକୁ ଖସିପଡ଼ିଛି। ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ପ୍ରବଳ ବର୍ଷା ମଧ୍ୟରେ ଗାଣ୍ଡେରବଲ ଜିଲାର କୁଲାନରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ
Read More...

ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର। ୨ ଆତଙ୍କବାଦୀ ନିପାତ। ପୁଞ୍ଚ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କୀ। ଆତଙ୍କବାଦୀ ଲୁଚିରହିଥିବା ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି। ପୁଞ୍ଚର କସାଲିଆନ୍ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏକ
Read More...

ଭୁବନେଶ୍ୱର ବିମାନବନ୍ଦରରୁ ୩୦ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରେ କମିଶନରେଟ ପୋଲିସ ବ୍ୟାଙ୍କକରୁ ଆସୁଥିବା ତିନି ଯାତ୍ରୀଙ୍କୁ ଅଟକ କରି ୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ହାଇଡ୍ରୋପୋନିକ ଗଞ୍ଜେଇ ଜବତ କରିଛି। ନିୟମିତ ଲଗେଜ ଯାଞ୍ଚ ସମୟରେ ଏହି ମାଦକ ଦ୍ରବ୍ୟ ଜବତ ହୋଇଥିଲା।
Read More...

୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ବଡ ନିଷ୍ପତ୍ତି ନେଇଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଅପରେସନ ସିନ୍ଦୂର ସମୟରେ ପାକିସ୍ତାନ ଗୁଳିବର୍ଷା ବେଳେ ବାପାମା’ ଛେଉଣ୍ଡ ହୋଇଥିବା ୨୨ ପିଲାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ। ପାକିସ୍ତାନୀ ଗୁଳିମାଡ଼ ଯୋଗୁଁ
Read More...

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧୮ କାଉଡିଆ ମୃତ, ଅନେକ ଆହତ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା। କାଉଡ଼ିଆଙ୍କୁ ନେଇଯାଉଥିବା ବସ୍‌ କୁ ଧକ୍କା ଦେଲା ଟ୍ରକ୍ ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ
Read More...

ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଯୁବକ ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଧରାପଡିଛନ୍ତି ଯୁବକ। ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ। ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଛି ପୋଲିସ। ଯୁବକ ଜଣକ ପୁରୀ ଗଜପତି ନଗରର
Read More...