ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଖାଇକୁ ଓଲଟିଲା ସିଆରପିଏଫ୍‍ ଗାଡି, ୩ଯବାନ ସହିଦ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଉଧମପୁରରେ ଏକ ବଡ ଦୁର୍ଘଟଣା ଘଟିଛି। ଉଧମପୁର ଜିଲାର କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍‍ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୬ ଜଣ ଯବାନ ଗୁରୁତର ଆହତହୋଇଛନ୍ତି। ଉଧମପୁରର ଅତିରିକ୍ତ ଏସପି ସନ୍ଦୀପ ଭଟଙ୍କ
Read More...

ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
Read More...

ଶିକ୍ଷା ଓ ଦକ୍ଷତା ବିକାଶ ଦ୍ୱାରା ମହିଳା ସଶକ୍ତିକରଣ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ‘ୟଶସ୍ୱୀ’ କାର୍ଯ୍ୟକ୍ରମର…

ଭୁବନେଶ୍ୱର: ସାମାଜିକ-ଅର୍ଥନୈତିକ ଦୁର୍ବଳ ବର୍ଗର ବାଳିକା ଓ ମହିଳାଙ୍କ ସଶକ୍ତୀକରଣ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ‘ୟଶସ୍ୱୀ’ କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣ ଆରମ୍ଭ ହୋଇଛି। ଏହି ସଂସ୍କରଣରେ ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ର ୫୦୦୦ ମହିଳା ଓ
Read More...

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି

ଝାଡ଼ଖଣ୍ଡ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ମିଳିଛି ଜାମିନ। ଝାଡ଼ଖଣ୍ଡର ଚାଇବାସା ଏମ୍‌ପି-ଏମ୍‌ଏଲଏ କୋର୍ଟ ତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ରାହୁଲ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ, ଯାହା ପରେ ଭାଜପା
Read More...

ଇଡିରେ ହାଜର ହେଲେ ଅନିଲ ଅମ୍ବାନୀ

ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେଲେ ରିଲାଏନ୍ସ ଗ୍ରୁପ ଅଧ୍ୟକ୍ଷ ଅନିଲ ଅମ୍ବାନୀ । ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା ପରେ ତାଙ୍କର ବୟାନ ରେକର୍ଡ ହୋଇଛି । ଯେଉଁଥିରେ ସେ କୌଣସି ଭୁଲ କାର୍ଯ୍ୟରେ ସମ୍ପୃକ୍ତିକୁ ସ୍ପଷ୍ଟ ଭାବରେ ଅସ୍ୱୀକାର କରିଥିଲେ । ଇଡି ସୂଚିତ କରିଛି
Read More...

ଜୀଅନ୍ତା ଜଳିଗଲେ ଯୁବତୀ

ପଟ୍ଟାମୁଣ୍ଡାଇ: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ। ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା
Read More...

ଭିଜିଲାନ୍ସ ଜାଲରେ ପ୍ରିନ୍ସିପାଲ୍ ସାଇଣ୍ଟିଫିକ୍ ଅଫିସର

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲରଙ୍କ କାର୍ଯ୍ୟାଳୟର ପ୍ରିନ୍ସିପାଲ ସାଇଣ୍ଟଫିକ୍‌ ଅଫିସର ଦେବାଶିଷ ପଣ୍ଡା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି।
Read More...

ଏସୀୟ ଜୁନିଅର ଉସୁ ଚାମ୍ପିଅନସିପ ବ୍ରୋଞ୍ଜ ବିଜେତା ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଚୀନରେ ଆୟୋଜିତ ଦ୍ୱାଦଶ ଏସୀୟ ଜୁନିଅର ଉସୁ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ କରିବା ସହ ୪୮ କେଜି ବର୍ଗରେ ବ୍ରୋଞ୍ଜ ମେଡାଲ ଜିତି ଦେଶ ପାଇଁ ଗୌରବ ଆଣିଥିବା ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାରାଣୀ ମହାନ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବର୍ଧିତ
Read More...

ବାଦଲ ଫଟା ବର୍ଷାରେ ଭାସିଗଲା ଗାଁ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲ ଫଟା ବର୍ଷା ଫଳରେ ମଙ୍ଗଳବାର ଅପରାହ୍ନରେ ଏକ ଗାଁ ସମ୍ପୂର୍ଣ୍ଣ ଭାବେ ଭାସି ଯାଇଛି। ତେବେ ଏହି ଧରାଲି ଗାଁ ଡେରାଡୁନରୁ ୨୧୮ କିଲୋମିଟର ଏବଂ ଗଙ୍ଗୋତ୍ରୀ ଧାମରୁ ୧୦ କିଲୋମିଟର ଦୂରରେ ଅବସ୍ଥିତ ଅଟେ। ଏହି ଘଟଣାର ଭିଡିଓ ଓ ଫଟୋ
Read More...

ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା

ଭୁବନେଶ୍ବର; ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଲେ ସୁକେଶୀ
Read More...