ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ, ୩ ମୃତ
ଢେଙ୍କାନାଳ: ଢେଙ୍କାନାଳରେ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ,!-->…
Read More...
Read More...