ଅନ୍ତ୍ୟୋଦୟ ଗୃହ ଯୋଜନାରେ ୧ ଲକ୍ଷ ରୁ ଅଧିକ ହିତାଧିକାରୀ ପାଇବେ ଘର
ଭୁବନେଶ୍ବର: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ ଘର। ‘ସର୍ଭେ କରାଯିବ। ୨ ମାସ ଭିତରେ ଓ୍ବାର୍କ ଅର୍ଡର ଦିଆଯିବ। ମୋଟ ୧ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଘର।’ କିଛି ଏପରି କହି ଅନ୍ତ୍ୟୋଦୟ ଗୃହ ଯୋଜନାରୁ କେହି ବି ବଞ୍ଚିତ ହେବେନି ବୋଲି ଆଜି ମତ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ!-->…
Read More...
Read More...