ଆସୁଛି ନୂଆ ଆଧାର ଆପ୍
ଭୁବନେଶ୍ବର: ଏବେ ସାଥୀରେ ଆଧାର କାର୍ଡ ନେବା ଆବଶ୍ୟକ ନାହିଁ। ନିଜର ବ୍ୟକ୍ତିଗତ ତଥ୍ୟ ଯାଞ୍ଚ ପାଇଁ ଆଉ ଦରକାର ହେବନି ଆଧାରକାର୍ଡ କି ତାର ଜେରକ୍ସ କପି। ନିଜର ପରିଚୟ ନିଶ୍ଚିତ କରିବା ଲାଗି ପ୍ରତିଥର ସାଥୀରେ ଆଧାର କାର୍ଡର ଫଟୋକପି ନେବା ଆବଶ୍ୟକ ନାହିଁ । ନୂଆ ଆଧାର ଆପ୍ ଆପଣଙ୍କ ପରିଚୟର!-->…
Read More...
Read More...