ବରିଷ୍ଠ ଗୀତିକାର ଓ ନିର୍ଦ୍ଦେଶକ ବୃନ୍ଦାବନ ଜେନାଙ୍କ ପରଲୋକ
କଟକ: ବରିଷ୍ଠ ଓଡ଼ିଆ ଗୀତିକାର ତଥା ନିର୍ଦ୍ଦେଶକ ବୃନ୍ଦାବନ ଜେନାଙ୍କର ପରଲୋକ ଘଟିଛି। ୮୭ ବର୍ଷ ବୟସରେ କଟକ ଏସସିବି ମେଡିକାଲ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନାୟୁଜନିତ ସମସ୍ୟା ପାଇଁ କିଛି ମାସ ହେବ ଏସସିବି ମେଡିକାଲ୍ ଆଇସିୟୁରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ!-->…
Read More...
Read More...