ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର

ଭୁବନେଶ୍ବର: ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଛି। ଭାରତରେ ରୱାଣ୍ଡା ଗଣରାଜ୍ୟର ମାନ୍ୟବର ହାଇକମିଶନର ଶ୍ରୀମତୀ ଜ୍ୟାକଲିନ୍ ମୁକାଙ୍ଗିରା ନୂଆଦିଲ୍ଲୀରେ ଅନୁଷ୍ଠିତ ଦ୍ୱାଦଶ
Read More...

ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ପରୀକ୍ଷଣ ସଫଳ

ବାଲେଶ୍ବର; ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ ମିଜାଇଲ
Read More...

ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ଆସ୍କା ଚିକିଟିକୁ ମିଳିଲା ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ
Read More...

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ
Read More...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାୟଗଡା: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜର ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜରେ ପୁଣି ଜଣେ ଛାତ୍ରର ଆତ୍ମହତ୍ୟା।
Read More...

କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ

କନ୍ଧମାଳ: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ଗୁରୁବାର ଦିନ କନ୍ଧମାଳ ଜିଲ୍ଲାର ଏକ ଜଙ୍ଗଲ ଭିତରେ ମାଓବାଦୀମାନେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖିଥିବା ସନ୍ଦେହ କରି ସୁରକ୍ଷା କର୍ମୀମାନେ ଉଦ୍ଧାର କରିଛନ୍ତି। ଏକ ଗୁଇନ୍ଦା ସୂଚନା ପାଇ, ପୋଲିସ ଅଧିକ୍ଷକ ହରିଶା
Read More...

ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା

ସମ୍ବଲପୁର: ବହୁଚର୍ଚ୍ଚିତ ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲା ଥମିନଥିବାବେଳେ ପୁଣି ଥରେ ଛାତ୍ରୀ ନିର୍ଯ୍ୟାତନାର ଖବର ସାମ୍ନାକୁ ଆସିଛି। ଗଙ୍ଗାଧର ମେହେର ବିଶ୍ଵ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯାଇଥିବା ସୂଚନା ମିଳିଛି। ଅଭିଯୋଗ କୁ ଆଧାର କରି
Read More...

ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ

ରାୟଗଡା: ରାୟଗଡା ୟାର୍ଡରେ ଆଜି ସକାଳେ ଏକ ପୁସ୍ ଟ୍ରଲିର ଛତା ଏକ ମାଲବାହୀ ଟ୍ରେନର ଚଳନ୍ତା ୱାଗନରେ ଫସିଯିବା ଫଳରେ ଦୁର୍ଘଟଣା ଘଟିଛି। ଟ୍ରଲିଟି ୟାର୍ଡରେ ଲାଇନ୍ ନମ୍ବର ୪ ଏବଂ ୫ ମଧ୍ୟରେ ଥିଲା। ଦୁର୍ଭାଗ୍ୟବଶତଃ ଏହି ଘଟଣାରେ ଜଣେ ଠିକା କର୍ମଚାରୀ ମାଲବାହୀ ଟ୍ରେନ୍ ଧକ୍କାରେ ମୃତ୍ୟୁବରଣ
Read More...

ତତ୍ପର ହେଲା ଗଣଶିକ୍ଷା ବିଭାଗ

ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି
Read More...

ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର

ବେଙ୍ଗାଲୁରୁ: ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଏହି ରିପୋର୍ଟରେ ସରକାର ଦଳାଚକଟା ପାଇଁ ଆରସିବିକୁ ସମ୍ପୂର୍ଣ୍ଣ ଦାୟୀ
Read More...