ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ। ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା ବେଳେ ବାକି ୩ ଜଣଙ୍କୁ ଗୋପାଳପୁର ପୋଲିସ ଧରିଛି। ସେମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ। ଅପରପକ୍ଷରେ ଆଜି
Read More...

କଟକରେ ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ କରି ସିଲ୍‌ କଲା ସ୍ବାସ୍ଥ୍ୟ ବିଭାଗ

କଟକ: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ
Read More...

କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ

ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ
Read More...

ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍

ଭୁବନେଶ୍ବର: ଅନଲାଇନ୍‌ରେ ବୁକ କରି ହେବ ଆମ୍ବୁଲାନ୍ସ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ ନେଇ ଖୁବ୍‌ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ
Read More...

ପୁଣି ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡିବାରେ ଲାଗିଛି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତାଙ୍କ
Read More...

୨୦୨୭ ମାର୍ଚ୍ଚ ୧ରୁ ଜନଗଣନା

ଭୁବନେଶ୍ଵର: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା। ଏନେଇ ଆଜି କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ଦୀର୍ଘ ସମୟ ଅପେକ୍ଷା ପରେ, ଦେଶରେ ଜନଗଣନା ଆରମ୍ଭ ହେବାକୁ ଯାଉଛି। ପ୍ରତି ଦଶ ବର୍ଷରେ ଥରେ ହେଉଥିବା ଜନଗଣନା ୨୦୨୧ରେ ହେବାର ଥିଲା କିନ୍ତୁ କୋଭିଡ୍ ମହାମାରୀ
Read More...

ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍

ଭୁବନେଶ୍ଵର: ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି।ସୂଚନାମୁତାବକ, ପରିବାର ଲୋକ ରଜ
Read More...

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି। ଜ୍ୱରରେ
Read More...

୨୦ରୁ ଖୋଲିବ ସ୍କୁଲ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଖୋଲିବ ସମସ୍ତ ସ୍କୁଲ। ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ପ୍ରବଳ ଖରା ପାଇଁ ଏପ୍ରିଲ ୨୩ ରୁ ରାଜ୍ୟ ସରକାର ଖରା ଛୁଟି ଘୋଷଣା କରିଥିଲେ। ଆସନ୍ତା ୨୦ରୁ ଖୋଲିବ ସ୍କୁଲ।ବିଦ୍ୟାଳୟ
Read More...