ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ଆଜି ଠାରୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ

କଟକ: ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆଜି ଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ
Read More...

ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ
Read More...

ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି। ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି। ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
Read More...

ସୁନୀତା ୱିଲିୟମ୍ସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଚିଠି: ଭାରତ ଆସିବାକୁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ: ୯ ମାସ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ସମୟ ଯେତିକି ପାଖଉଛି ଉତ୍ସାହ ସେତିକି ବଢୁଛି। ସ୍ପେସଏକ୍ସର ଡ୍ରାଗନ ମହାକାଶଯାନରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ପୃଥିବୀ ପୃଷ୍ଠ ଅଭିମୁଖେ ବାହାରାସାରିଛନ୍ତି ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ସାଥୀ ମହାକାଶଚାରୀ ବଚ୍‌ ୱିଲମୋର।
Read More...

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ
Read More...

୨୦ ରୁ ୨୪ ଯାଏଁ ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଭ୍ୟନ୍ତର ଓଡ଼ିଶା ରୁ ବିଦର୍ଭ ଯାଏଁ ଏକ ନିମ୍ନଚାପ ରେଖା ବିସ୍ତାରିତ ହୋଇଛି। ସେହିପରି ବଙ୍ଗୋପସାଗର ଉପରେ ଏକ ଗୁରୁଚାପ ବଳୟ ରହିଛି। ବଙ୍ଗୋପସାଗର ରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓ ନିମ୍ନଚାପ ଜନିତ ବାୟୁ ସମ୍ମିଶ୍ରଣ ହେତୁ ଆସନ୍ତା ୨୦ ରୁ ୨୪ ତାରିଖ ଯାଏଁ ରାଜ୍ୟ ର ବିଭିନ୍ନ
Read More...

ମହାକୁମ୍ଭ ରୂପରେ ଭାରତର ବିଶାଳ ରୂପ ଦେଖିଲା ସାରା ବିଶ୍ୱ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ମହାକୁମ୍ଭର ଆୟୋଜନ ବିଷୟରେ କହିଥିଲେ। ମହାକୁମ୍ଭର ସଫଳ ଆୟୋଜନ ପାଇଁ ଉତ୍ତର ପ୍ରଦେଶ ପ୍ରଶାସନ ଏବଂ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋଦୀ କହିଛନ୍ତି ମହାକୁମ୍ଭ ଜରିଆରେ ରାଷ୍ଟ୍ରୀୟ ଚେତନାର ଦର୍ଶନ ହେଲା। ପ୍ରଧାନମନ୍ତ୍ରୀ
Read More...

ଆସନ୍ତା ୧୯ରେ ପୃଥିବୀ ଫେରିପାରନ୍ତି ସୁନୀତା ଓ ୱିଲମୋର

ଆମେରିକା: ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଲା କ୍ରିଉ-୧୦ ମିଶନର ସ୍ପେସଏକ୍ସ ଡ୍ରାଗନ ସ୍ପେସକ୍ରାଫ୍ଟ। ଆଉ ମାତ୍ର ଦିନ କେଇଟା। ଦୀର୍ଘ ୯ ମାସର ଅବଧି ପରେ ଶେଷରେ ପୃଥିବୀ ଫେରିବେ ଭାରତୀୟ ବଂଶୋଦ୍ଭବ ତଥା ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର। ବହୁ ବାଧାବିଘ୍ନ
Read More...

ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଖରିଫ ଧାନ କିଣା ସମ୍ପର୍କରେ ରବିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ଖରିଫ ଧାନ କିଣା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଡେଡ୍‌ ଲାଇନ୍‌ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ମାର୍ଚ୍ଚ ୩୧ ପରେ ଆଉ ଧାନ କିଣା ହେବ ନାହିଁ।ମାର୍ଚ୍ଚ ୩୧
Read More...

ଭୁବନେଶ୍ବରରେ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ଵର: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ ସାକ୍ଷାତ କରିବା ଅବସରରେ ଏକ
Read More...