ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଦୁଷ୍କର୍ମ ମାମଲାରେ ଆଶାରାମଙ୍କୁ ଗୁଜରାଟ ହାଇକୋର୍ଟରୁ ଆଶ୍ଵସ୍ତି

ଗୁଜୁରାଟ: ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଶୁକ୍ରବାର କୋର୍ଟ ୨୦୧୩ର ଏକ ଦୁଷ୍କର୍ମ ମାମଲାରେ ଆଶାରାମଙ୍କ ଅସ୍ଥାୟୀ ଜାମିନ ଅବଧିକୁ ଜୁଲାଇ ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଶାରାମ ଏହି ମାମଲାରେ ଆଜୀବନ ସଜା କାଟୁଛନ୍ତି। ଜଷ୍ଟିସ ଇଲେଶ ଭୋରା ଏବଂ ଜଷ୍ଟିସ
Read More...

କାଲି ସକାଳ ୯ଟା ୩୦ରେ ପୁଣି ଆରମ୍ଭ ହେବ ରଥଟଣା

ପୁରୀ: ଜନସମୁଦ୍ର ଭିତରେ ଆଜି ଅଳ୍ପବାଟ ଯାଏଁ ଟଣାଗଲା ତିନି ରଥ। ବିଳମ୍ବରେ ଟଣାଗଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ରାତି ୭ଟା ୪୫ ମିନିଟରେ ଟଣାଗଲା କାଳିଆ ଠାକୁରଙ୍କ ରଥ। ଅଳ୍ପ ଗଡ଼ିଲା ପରେ ବନ୍ଦ କରାଗଲା ରଥଟଣ। ଏବେ ବି ସିଂହଦ୍ବାର ସମ୍ମୁଖରେ ଅଟକିଛି ନନ୍ଦିଘୋଷ ରଥ। ତେବେ
Read More...

କ୍ଲାସ୍‌ରୁମ୍‌ରେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର:୩ ଗିରଫ

କୋଲକାତା: କୋଲକାତାର ଏକ ଆଇନ କଲେଜରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ମାମଲାରେ ଟାଉନ ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂତ୍ର ଅନୁଯାୟୀ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ଛାତ୍ରୀ ଏବଂ ସେହି ପ୍ରତିଷ୍ଠାନର ଦୁଇ ଜଣ କର୍ମଚାରୀ ଅଛନ୍ତି। ପୋଲିସ
Read More...

ମହାପ୍ରଭୁଙ୍କ ଘୋଷଯାତ୍ରାରେ ବଡଦାଣ୍ଡ ଆଜି ଜନସମୁଦ୍ର

ପୁରୀ: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। କାଳିଆ ପ୍ରେମରେ ଭିଜୁଛନ୍ତି ଭକ୍ତ। କାଳିଆର ଗୁଣ୍ଡିଚା ଯାତ ଦେଖିବାକୁ କାହିଁ କେତେ ଦୂରରୁ ଧାଇଁ ଆସିଛନ୍ତି
Read More...

ବାଦଲଫଟା ବର୍ଷାରେ ଭାସିଗଲେ ୨୦ ଶ୍ରମିକ

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲଫଟା ବର୍ଷା। ୨୫ ଜୁନରେ ପ୍ରବଳ ବର୍ଷା ପରେ ଧର୍ମଶାଳା ନିକଟସ୍ଥ ଖାନିଆରାର ମାନୁନି ଖଡ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ମାନୁନି ଖଡ୍ଡରେ ଜଳ ପ୍ରକଳ୍ପରେ କାମ କରୁଥିବା ୧୫ରୁ ୨୦ ଜଣ ଶ୍ରମିକ ଭାସି ଯାଇଥିବା ଆଶଙ୍କା କରାଯାଉଛି।
Read More...

ରିଲ୍ସ ହେଲା କାଳ, ୧୩ ମହଲାରୁ ଖସି ଯୁବତୀ ମୃତ

ବେଙ୍ଗାଲୁରୁ: ରିଲ କରୁ କରୁ ଚାଲିଗଲା ଜୀବନ। ବେଙ୍ଗାଲୁରୁରେ ଘଟିଛି ଏକ ଅଘଟଣ। ରିଲ୍ସ କରିବା ବେଳେ ଏକ ନିର୍ମାଣାଧୀନ ବିଲ୍ଡିଂର ୧୩ତମ ମହଲାରୁ ଖସି ପଡିଲେ ଜଣେ ୨୦ ବର୍ଷୀୟ ଯୁବତୀ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଅଘଟଣ ଘଟିଛି ବେଙ୍ଗାଲୁରୁର ପରପ୍ପନା ଆଗ୍ରାହରରେ।
Read More...

ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଆକାଉଣ୍ଟାଣ୍ଟ

ଜଗତସିଂହପୁର: ଲାଞ୍ଚ ନେବା ପଡିଲା ମହଙ୍ଗା। ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଫସିଲେ ଆକାଉଣ୍ଟାଣ୍ଟ। ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ସ୍ଥିତ ବ୍ଲକ ଶିକ୍ଷା କାର୍ଯ୍ୟାଳୟ (ବିଇଓ)ର ଜଣେ ଆକାଉଣ୍ଟାଣ୍ଟଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି।
Read More...

ବଦ୍ରିନାଥରେ ନଦୀକୁ ଖସିଲା ଯାତ୍ରୀବାହୀ ବସ୍: ୨ମୃତ, ୧୦ ନିଖୋଜ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ରୁଦ୍ର ପ୍ରୟାଗର ଘୋଲଥିରରେ ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ଟ୍ରାଭେଲର ଭାରସାମ୍ୟ ହରାଇ ନଦୀକୁ ଖସି ପଡିଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଧିକ ଲୋକ ନିଖୋଜ ଥିବା ଜଣାପଡିଛି।ଆଜି ସକାଳେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର
Read More...

ପୋଲିସ ଗୁଳିରେ ଟଳିଲେ ଦୁଇ ମହିଳା ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି।ମାଓ କ୍ୟାଡରଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ
Read More...

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଠାରୁ ଅର୍ଥାତ୍ ୨୦୨୬ ମସିହା ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ। ତେବେ ଛାତ୍ରଛାତ୍ରୀ ମାନେ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଇଚ୍ଛାଧୀନ ରହିବ।
Read More...